ଟ୍ରେନ ଦୁର୍ଘଟଣା: ୨୮୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ଉଦ୍ଧାର କାର୍ଯ୍ୟ ଜାରି…

ସୋର,୩।୬(ଡି.ଏନ.ଏ): ବାହାନଗା ଷ୍ଟେଶନ ନିକଟରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୨୮୮କୁ ବୃଦ୍ଧି ପାଇଥିବା ବେଳେ ପ୍ରାୟ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଥିବାରୁ ମୃତ୍ୟୁସଂଖ୍ୟା ଆଗକୁ ବଢିବା ନେଇ ଆଶଙ୍କା କରାଯାଉଛି। ସ୍ଥାନୀୟ ଲୋକ, ପ୍ରଶାସନିକ ଟିମ ସହ ସ୍ବେଚ୍ଛାସେବୀ ଉଦ୍ଧାର କାମରେ ନିୟୋଜିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri