Posted inଜାତୀୟ

ମର୍ମନ୍ତୁଦ ଦୁର୍ଘଟଣା: ଟ୍ରେନ୍‌ ଧକ୍କାରେ ୧୨ ମୃତ, ଅନେକ ଆହତ

ରାଞ୍ଚି,୨୮ା୨: ଜାମତରା-କର୍‌ମାତାଣ୍ଡ ରେଳ ବିଭାଗର କଳାଝରିଆ ନିକଟରେ ଟ୍ରେନ୍‌ ଧକ୍କାରେ ବୁଧବାର ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ବେଙ୍ଗାଲୁରୁ-ଯଶବନ୍ତପୁର ଏକ୍ସପ୍ରେସ ଡାଉନ ଲାଇନରେ ଯାଉଥିବା ବେଳେ ଲାଇନ ପାର୍ଶ୍ୱରେ ପକାଯାଇଥିବା ବୋଲ୍‌ଡର ଗୁଣ୍ଡ ଉଡ଼ିଥିଲା। ଡ୍ରାଇଭର ଅନୁଭବ କଲେ ଯେ, ଟ୍ରେନରେ ନିଆଁ ଲାଗିଛି ଏବଂ ଧୂଆଁ ବାହାରୁଛି।  ଟ୍ରେନ୍‌ ଅଟକାଇବା ମାତ୍ରେ ଯାତ୍ରୀମାନେ ମଧ୍ୟ ଓହ୍ଲାଇଥିଲେ। ଏହି ସମୟରେ ଯାଉଥିବା ଇଏମ୍‌ୟୁ ଟ୍ରେନ ଧକ୍କା ଦେଇଥିବାରୁ ଉକ୍ତ ଯାତ୍ରୀମାନଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?