ଟ୍ରେନ ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି, ଶତାଧିକ ଆହତ

ରାୟଗଡ଼ା,୨୯।୧୦(ଆଶିଷ ରଞ୍ଜନ ପଣ୍ଡା): ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେଶନ ନିକଟସ୍ଥ କାଣ୍ଟକାପଲ୍ଲୀଠାରେ ରବିବାର ରାତିରେ ଏକ ପାସେଞ୍ଜର ଟ୍ରେନ୍‌କୁ ଅନ୍ୟ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ ଧକ୍କା ଦେଇଛି। ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ଏଥିରେ ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର ଟ୍ରେନ୍‌ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ବିଶାଖାପାଟଣା-ପଲାସା ଏକ୍ସପ୍ରେସ୍‌ ଟ୍ରେନ୍‌ର ଜଣେ ଗାର୍ଡଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।

ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀ ଶୋକବ୍ୟକ୍ତ କରିଛନ୍ତି। ସହାୟତା ପାଇଁ ପଦକ୍ଷେପ ନେବା ସହ ତୁରନ୍ତ ଆହତମାନଙ୍କ ଚିକିତ୍ସା ବ୍ୟବସ୍ଥା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ରେଳ ବିଭାଗ ପକ୍ଷରୁ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

ଡୋନାଲ୍ଡ ଟ୍ରମ୍ପଙ୍କ ହତ୍ୟା ପାଇଁ ୫୦ ନିୟୁତ ପୁରସ୍କାର, ଘୋଷଣା କଲା ଏହି ଦେଶ ସାରା ବିଶ୍ୱ ଚକିତ

ଓ୍ବାଶିଂଟନ,୧୬।୫: ଇରାନୀ ଗଣମାଧ୍ୟମରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ରିପୋର୍ଟ ପ୍ରକାଶ ପାଇଛି, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସଦ୍ୟତମ ରିପୋର୍ଟରେ ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri