Posted inଜାତୀୟ

ଡ୍ରାଇଭର ଶୋଇପଡ଼ିବାରୁ ଟ୍ରେନ୍‌ ଦୁର୍ଘଟଣା

ନୂଆଦିଲ୍ଲୀ,୭ା୬: ପଞ୍ଜାବରେ ୪ ଦିନ ପୂର୍ବରୁ ଏକ ମାଲ୍‌ବାହୀ ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଉକ୍ତ ଟ୍ରେନ୍‌ର ଲୋକୋ ପାଇଲଟ୍‌ ଏବଂ ତାଙ୍କ ସହକାରୀ ଶୋଇପଡ଼ିବାରୁ ଏହି ଦୁର୍ଘଟଣା ଘଟିଥିଲା ବୋଲି ତଦନ୍ତରୁ ଜଣାପଡ଼ିଛି। ଶୋଇପଡ଼ିଥିବାରୁ ରେଡ୍‌ ସିଗ୍‌ନାଲରେ ସେମାନେ ବ୍ରେକ୍‌ ଚାପିପାରି ନ ଥିଲେ ବୋଲି ରେଲଓ୍ବେର ଜଣେ ଅଧିକାରୀ କହିଛନ୍ତି।

ଗତ ୨ ତାରିଖ ରାତି ୩ଟା ୧୫ରେ ପଞ୍ଜାବର ସିରହିନ୍ଦ ଜଙ୍କଶନ ଏବଂ ସାଧୁଗଡ଼ ରେଳ ଷ୍ଟେଶନ ମଧ୍ୟରେ ଏହି ଦୁର୍ଘଟଣା ଘଟିଥିଲା। ମାଲ୍‌ବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ ହୋଇ ମୁଖ୍ୟ ପାସେଞ୍ଜର ଲାଇନ ପାଖାପାଖି ରହିଥିଲା। ସେହି ସମୟରେ ଉକ୍ତ ଲାଇନରେ ଆସୁଥିବା ଜମ୍ମୁ-ତାଓ୍ବି ସମର ସ୍ପେଶାଲ ଟ୍ରେନ୍‌ ଆସୁଥିଲା। ପଡ଼ିରହିଥିବା ଇଞ୍ଜିନ ସହ ସ୍ପେଶାଲ ଟ୍ରେନ୍‌ ଇଞ୍ଜିନ ଧକ୍କା ହେବାରୁ ଏହା ଲାଇନଚ୍ୟୁତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶପଥ ନେବା ପୂର୍ବରୁ ବଡ଼ ଘୋଷଣା କଲେ ଶୁଭେନ୍ଦୁ ଅଧିକାରୀ: ଆଜିଠାରୁ ଆରମ୍ଭ ହେବ…

କୋଲକାତା,୯।୫: ବରିଷ୍ଠ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଶୁକ୍ରବାର ପଶ୍ଚିମବଙ୍ଗ ଭାଜପା ବିଧାୟକ ଦଳ ନେତା ନିର୍ବାଚିତ ହେବା ସହ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ହେବାକୁ…

ମହିଳା ମୋର୍ଚ୍ଚା ସଭାନେତ୍ରୀଙ୍କ ନାଁ ଘୋଷଣା କଲା ଭାଜପା: ଭୋଳି ସାହୁଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭଞ୍ଜନଗର,୯।୫(ବାବୁଲା ପ୍ରଧାନ): ଭାଜପା ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା ଐଶ୍ୱର୍ଯ୍ୟା ବିଶ୍ୱାଳ ରାଜ୍ୟର ବିଭିନ୍ନ ସାଙ୍ଗଠନିକ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀଙ୍କ ନାମ ଶୁକ୍ରବାର ଘୋଷଣା…

ଦେଶରେ ବଢ଼ିବ ପେଟ୍ରୋଲ-ଡିଜେଲର ମୂଲ୍ୟ, ୩୦ହଜାର କୋଟି କ୍ଷତି ସହୁଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୯।୫:  ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ପରେ, ବିଶ୍ୱ ବଜାରରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା ଏହି ସଂଘର୍ଷ…

ରାତାରାତି ଫଲୋଅର୍ସ ଗାଏବ୍‌, ଚିନ୍ତାରେ କୋହଲିଙ୍କ ସମେତ ଏହି ଷ୍ଟାର୍‌, ଜାଣନ୍ତୁ କାହିଁକି

ସୋସିଆଲ ମିଡିଆ ଜଗତରୁ ସମ୍ପ୍ରତି ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ରାତାରାତି ଅନେକ ପ୍ରମୁଖ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଫଲୋଅର୍ସ ସଂଖ୍ୟାରେ ଏକ ବଡ଼ ହ୍ରାସ…

ଅବିନାଶ ନନ୍ଦଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଯୁବ ମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ

ଭବାନୀପାଟଣା,୯।୫(ଉତ୍ତମ କୁମାର ଦାଶ): ଭାଜପା ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲା ପାଇଁ ଯୁବ ମୋର୍ଚ୍ଚା ଜିଲା ସଭାପତିଙ୍କ ନାମ…

ଶୁଭେନ୍ଦୁ ମୁଖ୍ୟମନ୍ତ୍ରୀ ହେବାପରେ ଆସିଲା ଶେଖ ହସିନାଙ୍କ ପ୍ରତିକ୍ରିୟା: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୯।୫: ପଶ୍ଚିମବଙ୍ଗରେ ବିଜେପିର ନବନିର୍ବାଚିତ ବିଧାୟକ ଦଳର ଏକ ବୈଠକ ପରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ମୁଖ୍ୟମନ୍ତ୍ରୀ ପଦ ପାଇଁ…

ହାତୀଙ୍କୁ ଠେଙ୍ଗାରେ ପିଟିବା ସହ ହାତୀପଲଙ୍କ ଭିଡିଓ କରି ସୋସିଆଲ ମିଡିଆରେ ଛାଡିବା ପଡିଲା ମହଙ୍ଗା: ବିଳମ୍ବିତ ରାତିରେ ୨ ନାବାଳକ ଗିରଫ

ପାଟଣା, ୯।୫(ବୀର କିଶୋର ଦାଶ): ଗତ ୪/୫ଦିନ ତଳେ ୪ଟି ଦନ୍ତା ହାତୀପାଟଣା ରେଞ୍ଜ ମଲ୍ଲିପଶି ବିଟରେ ଡେରା ପକାଇ ଥିବାବେଳେ ହାତୀଙ୍କୁ ଠେଙ୍ଗାରେ ପିଟିବା, ଲାଞ୍ଜ…

ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାଁ ଘୋଷଣା: କାଞ୍ଚନ ବାଗଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା

ଭବାନୀପାଟଣା,୯।୫(ଉତ୍ତମ କୁମାର ଦାଶ): ଭାଜପା ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା.ଐଶ୍ବର୍ଯ୍ୟା ବିଶାଳ ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲା ପାଇଁ ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri