ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଶିଶୁ ପର୍ଯ୍ୟଟକ ଟୟ ଟ୍ରେନର ମଜା ନେଉଥିବା ବେଳେ ହଠାତ ଟ୍ରେନର ପଛ ବଗିଟି ଟ୍ରାକରୁ ବାହାରିଯାଇଥିଲା ତେବେ ଅପରେଟରଙ୍କ ଉପସ୍ଥିତ ବୁଦ୍ଧି ଓ ଟ୍ରେନ ଚାଲିବା ସମୟରେ ଟ୍ରେନ ଉପରେ କଡା ନଜର ରଖିଥିବାରୁ ସେ ତୁରନ୍ତ ଟ୍ରେନକୁ ଅଟକାଇବାରେ ସଫଳ ହୋଇଥିଲେ। କାହାରି କିଛି କ୍ଷତି ହୋଇ ନ ଥିବା କୁହାଯାଇଛି। ତେବେ ଉକ୍ତ ଟ୍ରେନକୁ ମରାମତି କରାଯାଇ ପୁନଃ ଟ୍ରେନ ଗଡ଼ିଥିବା ହିଲଭିୟୁ ପାର୍କର ପରିଚାଳକ ଯୁବରାଜ ଅଧିକାରୀ କହିଛନ୍ତି। ଏବେ ପୁଣି ଶିଶୁ ପର୍ଯ୍ୟଟକ ଟୟ ଟ୍ରେନର ମଜା ନେଉଥିବା ସେ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ଭଞ୍ଜନଗର ଥାନା ଏସଆଇଙ୍କୁ ଡିଜିପି ଡିସ୍କ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୧୩।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ସମୀର କୁମାର ସେଠୀଙ୍କୁ ବୁଧବାର ଡିଜିପି ଡିସ୍କ ଆୱାର୍ଡ଼ ମିଳିଛି। କଟକ ଠାରେ ଆୟୋଜିତ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri