Advertisement

କୋରେଇରେ ଟ୍ରେନ୍‌ ଦୁର୍ଘଟଣା: ୩ ମୃତ

ଯାଜପୁର ଅଫିସ,୨୧ା୧୧: ଯାଜପୁରର କୋରେଇଠାରେ ସୋମବାର ଟ୍ରେନ୍‌ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏକ ମାଲ୍‌ବାହୀ ଟ୍ରେନ୍‌ ଯାତ୍ରୀ ବିଶ୍ରାମାଗାର ଭିତରକୁ ମାଡ଼ି ଯିବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଅନେକ ଆହତ ହୋଇଥିବା ଜଣାପଡ଼ିଛି। ଟ୍ରେନ୍‌ର ୩ରୁ ୪ଟି ବଗି ମଧ୍ୟ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ମୃତାହତଙ୍କ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାମନଗର ବ୍ଲକରେ ହେଲା ସାନିଟାଇଜ

ଧାମନଗର,୧୪ା୪(ଡି.ଏନ.ଏ.)-ଧାମନଗର ବ୍ଲକରେ ପ୍ରମୁଖ ବଜାର ଗୁଡିକୁ ଧାମନଗର ଅଗ୍ନିଶମ ବିଭାଗ ଦ୍ୱାରା ସାନିଟାଇଜ କରାଯାଇଛି। ଧାମନଗର ବ୍ଲକ, ଧାମନଗର ବଜାର, ଦୋବଲ, ଧୂଷୁରୀ, ଅସୁରାଳୀ ସମେତ...

‘ଦେଶବ୍ୟାପୀ ଲାଗୁ ହେବ ଏକ ଟୋଲଦେୟ ବ୍ୟବସ୍ଥା’

ଭୁବନେଶ୍ୱର,୫।୧୦(ବ୍ୟୁରୋ)-ଦେଶର ଜାତୀୟ ରାଜପଥରେ ଯାଉଥିବା ଯାନବାହନ ଏଣିକି ଏକ ପ୍ରକାରର ଟୋଲ ଦେବେ। ଏ ନେଇ ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପଦକ୍ଷେପ ଆରମ୍ଭ...

‘ବାପାଙ୍କୁ କୋଭିଡ୍‌ ହସ୍ପିଟାଲ ନିଅ’

କଟକ ଅଫିସ,୨୭ା୮: ପେଟରୋଗରେ ପୀଡ଼ିତ ଜଣେ ବୃଦ୍ଧ ଚିକିତ୍ସା ପାଇଁ ଗୋଟିଏ ହସ୍ପିଟାଲରୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର ହେବା ଭିତରେ କରୋନା ଭୂତାଣୁ ସଂକ୍ରମଣର ଶିକାର...

ଆଜି ରାଜ୍ୟରେ ୩୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୭ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ...

ପାଣି ଭିତରୁ ମିଳିଲା ୭୦ ହଜାର ଟଙ୍କାର ଶାଳକାଠ

କେନ୍ଦୁଝର,୨୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବନଖଣ୍ଡ ଅଧୀନସ୍ଥ ଦେଓଗାଁ ରେଞ୍ଜ ଅନ୍ତର୍ଗତ ଭଗାମୁଣ୍ଡା ସେକ୍ସନ ବାଇଲୋ ଗ୍ରାମରେ ହରିଚନ୍ଦନପୁର ଓ ଭଗାମୁଣ୍ଡା ବନବିଭାଗର ମିଳିତ ଚଢ଼ାଉରେ...

CORONAVIRUS UPDATE: ପୁଣି ୯୯ କରୋନା ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଟପିଲା

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ସକାଳେ ଆଉ ୯୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ...

ମଧୁମେହ, କିଡ୍‌ନୀ, ହୃଦ୍‌ରୋଗୀଙ୍କୁ ବିଶେଷଜ୍ଞଙ୍କ ପରାମର୍ଶ

ଭୁବନେଶ୍ୱର,୨୫ା୯(ବ୍ୟୁରୋ): କୌଣସି ଜଟିଳ ରୋଗ ଥିବା କରୋନା ଆକ୍ରାନ୍ତ ହୋମ୍‌ ଆଇସୋଲେଶନରେ ରହିପାରିବେ। କିନ୍ତୁ ଏଥିପାଇଁ ଅଧିକ ସତର୍କ ରହିବାକୁ ପଡ଼ିବ। ଏହି ପରିପ୍ରେକ୍ଷୀରେ ବିଶେଷକରି...

କୁକୁଡ଼ା ଫାର୍ମ ପ୍ରଦୂଷଣ ବିବାଦ ବଢ଼ିଲା

ଭାପୁର, ୩।୪ (ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ସଦର ବ୍ଲକ ମହୁଲପୁଞ୍ଜି ଗ୍ରାମ ନିକଟରେ ଥିବା ଏକ କୁକୁଡ଼ା ଫାର୍ମକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଶୁକ୍ରବାର...

Advertisement
Archives

Model This Week