ପାକିସ୍ତାନରେ ଟ୍ରେନ୍‌ ଦୁର୍ଘଟଣା: ୩୩ ମୃତ

କରାଚୀ,୭ା୮ : ପାକିସ୍ତାନର ସିନ୍ଧ୍‌ ପ୍ରଦେଶରେ ରବିବାର ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣାରେ ୩୩ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୮୦ ଜଣ ଆହତ ହୋଇଛନ୍ତି। କରାଚୀରୁ ରାଓ୍ବଲପିଣ୍ଡି ଯାଉଥିବା ହାଜରା ଏକ୍ସପ୍ରେସ୍‌ ଟ୍ରେନ୍‌ ସିନ୍ଧ୍‌ ପ୍ରଦେଶ ନଓ୍ବାବଶାହ ଜିଲାର ସର୍‌ହରି ଷ୍ଟେଶନରେ ଲାଇନ୍‌ଚ୍ୟୁତ ହୋଇଥିଲା। କ୍ଷତିଗ୍ରସ୍ତ ବଗିରୁ ମୃତାହତମାନଙ୍କୁ ବାହାର କରାଯାଇଥିବାବେଳେ ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସମୁଦାୟ ୧୦ ବଗି ଲାଇନଚ୍ୟୁତ ହୋଇଛି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ମୃତକଙ୍କ ସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ଉଦ୍ଧାର କାର୍ଯ୍ୟରେ ଶତାଧିକ ପୋଲିସ କର୍ମଚାରୀଙ୍କ ସମେତ ସେନା ଯବାନଙ୍କୁ ସାମିଲ କରାଯାଇଛି। ଟ୍ରେନ୍‌ ଲାଇନଚ୍ୟୁତ ହେବାର ପ୍ରକୃତ କାରଣ ଜଣାପଡ଼ିନାହିଁ। କେହି ଜାଣିଶୁଣି ଏଭଳି କରିଛି କିମ୍ବା ଯାନ୍ତ୍ରିକ ତ୍ରୁଟି ଯୋଗୁ ଦୁର୍ଘଟଣା ଘଟିଛି ବୋଲି ରେଳ ଓ ବିମାନ ଚଳାଚଳ ମନ୍ତ୍ରୀ ଖାଓ୍ବାଜା ସାଦ୍‌ ରଫିକ୍‌ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତି ପରେ ଇରାନର ସୁପ୍ରିମ ଲିଡର୍‌ ମୋଜତାବା ଖାମେନେଇଙ୍କ ଭୟଙ୍କର ବୟାନ, ଆମେରିକା-ଇସ୍ରାଏଲ ଶୁଣିଲେ…

ତେହରାନ୍‌,୧୦।୪: ଆମେରିକା ସହିତ ଯୁଦ୍ଧବିରତି ପରେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ତାଙ୍କର ପ୍ରଥମ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

ବଢିଲା ଆମେରିକାର ଟେନ୍‌ସନ: ଯୁଦ୍ଧ ମଧ୍ୟରେ ଜିନପିଙ୍ଗଙ୍କ ଆଗରେ ମୁଣ୍ଡ ନୁଆଁଇବେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୦।୪: ଇରାନ ସହିତ ଯୁଦ୍ଧ କେବଳ ଗୋଳାବାରୁଦ ଏବଂ କ୍ଷେପଣାସ୍ତ୍ର ନଷ୍ଟ କରିନଥିଲା, ବରଂ ଏକ ଦୁର୍ବଳତାକୁ ମଧ୍ୟ ପ୍ରକାଶ କରିଥିଲା ଯାହାକୁ ଆମେରିକା ଆଉ ଅଣଦେଖା…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ହର୍ମୁଜ ବନ୍ଦ, ପୁଣିଥରେ ବୃଦ୍ଧି ପାଇଲା ତୈଳ ଦର, ଜାଣନ୍ତୁ କେତେ ରହିଛି ଆଜି…

ଓ୍ବାଶିଂଟନ୍‌,୧୦।୪: ପଶ୍ଚିମ ଏସିଆର ପରିସ୍ଥିତି ପୁଣି ଥରେ ଏକ ଅସ୍ଥିର ସ୍ଥିତିରେ ପହଞ୍ଚିଛି। ଆମେରିକା, ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧବିରତି ଦୁର୍ବଳ ହେଉଥିବା ପରି ମନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri