ଟ୍ରେନ ଦୁର୍ଘଟଣା: ୨୮୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ଉଦ୍ଧାର କାର୍ଯ୍ୟ ଜାରି…

ସୋର,୩।୬(ଡି.ଏନ.ଏ): ବାହାନଗା ଷ୍ଟେଶନ ନିକଟରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୨୮୮କୁ ବୃଦ୍ଧି ପାଇଥିବା ବେଳେ ପ୍ରାୟ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଥିବାରୁ ମୃତ୍ୟୁସଂଖ୍ୟା ଆଗକୁ ବଢିବା ନେଇ ଆଶଙ୍କା କରାଯାଉଛି। ସ୍ଥାନୀୟ ଲୋକ, ପ୍ରଶାସନିକ ଟିମ ସହ ସ୍ବେଚ୍ଛାସେବୀ ଉଦ୍ଧାର କାମରେ ନିୟୋଜିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁଳି ବିଲ୍‌ ଆଦାୟ ବେଳେ ମାଡ଼

ଅନୁଗୋଳ ଅଫିସ୍‌, ୧୬।୩: ବକେୟା ବିଦ୍ୟୁତ୍‌ ବିଲ ଆଦାୟ କରିବାକୁ ଯାଇଥିବାବେଳେ ରବିବାର ଅନୁଗୋଳ ଏନଜେନ୍‌ କନିଷ୍ଠ ଯନ୍ତ୍ରୀ ଦୀପକ କୁମାର ପାତ୍ରଙ୍କୁ ମାଡ଼ ମରାଯାଇଥିବା ଥାନାରେ...

କୀଟନାଶକ ପିଇ ନାବାଳିକାଙ୍କ ଆତ୍ମହତ୍ୟା

ବିଞ୍ଝାରପୁର,୬ା୬(ଡି.ଏନ୍‌.ଏ.): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଘଣ୍ଟିଆଳି ଗ୍ରାମପଞ୍ଚାୟତ ଅଧୀନ ବଣିଆପାଳ ଗ୍ରାମରେ ମଙ୍ଗଳବାର ରାତିରେ ଜଣେ ନାବାଳିକା କୀଟନାଷକ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।...

ମାନ୍ୟତା ଅପେକ୍ଷାରେ କାଇଁଝରୀ ଜଳପ୍ରପାତ

କେନ୍ଦୁଝର, ୬ା୧(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ଭରି ରହିଛି ବହୁ ଅନାଲୋଚିତ ପ୍ରାକୃତିକ ଜଳପ୍ରପାତ । ସେଥି ମଧ୍ୟରୁ ବାଂଶପାଳ ବ୍ଲକ ଅନ୍ତର୍ଗତ ତଳବାଲି ନିକଟରେ ବିଲାରୀଗୋଠ ପାହାଡ଼ରେ...

ବନ କର୍ମଚାରୀଙ୍କ ଗାଡି ଅଟକାଇଲା ଗୋଠଛଡ଼ା ଦନ୍ତା

ପାଟଣା,୧୬ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡ ବିଟ୍‌ ଅଧୀନ ରହଣୀଦୁମା ଗାଁ ନିକଟରେ ଏକ ଗୋଠଛଡ଼ା ଦନ୍ତାହାତୀ ବୁଲୁଥିବା ଦେଖିବାକୁ ମିଳିଛି। ଏନେଇ ଅଞ୍ଚଳବାସୀ...

୧୮୨୮ ସ୍କୁଲରୁ ୩୭୯ରେ ଦିଆଯାଉଛି ମଧ୍ୟାହ୍ନଭୋଜନ

ରାୟଗଡ଼ା,୧୭।୯ (ଆଶିଷ ରଞ୍ଜନ ପଣ୍ଡା) ୩ ଦଫା ଦାବି ପୂରଣ ପାଇଁ ଆନ୍ଦୋଳନ କରୁଛନ୍ତି ସାରା ରାଜ୍ୟର ଶିକ୍ଷୟିତ୍ରୀ ଶିକ୍ଷକମାନେ। ଫଳରେ ସ୍କୁଲଗୁଡ଼ିକରେ ମଧ୍ୟାହ୍ନଭୋଜନ ପ୍ରଦାନରେ...

ଟଙ୍କା ନ ଦେବାରୁ ମା’ଙ୍କୁ କାଠ ଫାଳିଆରେ ଆକ୍ରମଣ

ରାଉରକେଲା ଅଫିସ,୩।୭: ମା’ଙ୍କୁ କାଠ ଫାଳିଆରେ ଆକ୍ରମଣ କରିଥିବା ଅଭିଯୋଗରେ ସେକ୍ଟର-୭ ଥାନା ପୋଲିସ ତାଙ୍କ ପୁଅଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ସୋନୁ...

ସାନତିହାଡ଼ା ଗ୍ରାମରେ ଅଭାବନୀୟ ଘଟଣା: ସ୍ତ୍ରୀଙ୍କୁ ହତ୍ୟା ପରେ ଜାଳିଦେଲେ

ଜଗତ୍‌ସିଂହପୁର ଅଫିସ,୨୬ା୧୦: ଜଗତ୍‌ସିଂହପୁର ଥାନା ଅଧୀନ ସାନତିହାଡ଼ା ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ରଶ୍ମିତା ରାଉତ ନାମ୍ନୀ ମହିଳାଙ୍କୁ ତାଙ୍କ ସ୍ବାମୀ...

କଟକଣାରେ ହେବ ଦୁର୍ଗାପୂଜା

ଭୁବନେଶ୍ୱର,୨୪।୯(ବ୍ୟୁରୋ): ପାଖେଇ ଆସିଲାଣି ଦୁର୍ଗାପୂଜା। କଟକଣା ଭିତରେ ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ଗୁରୁବାର ଦଶହରା ପାଇଁ...

Advertisement
Archives

Model This Week