ଟ୍ରେନ୍‌ ଲାଇନ୍‌ଚ୍ୟୁତ: ୨୧ ମୃତ

ତେହରାନ୍‌, ୯ା୬: ପୂର୍ବ ଇରାନ୍‌ ତବାସ୍‌ ସହର ନିକଟରେ ବୁଧବାର ଏକ ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି। ଏଥିରେ ୨୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଆହୁରି ୪୭ ଜଣ ଆହତ ହୋଇଛନ୍ତି। ଟ୍ରେନ୍‌ରେ ୩୫୦ ଯାତ୍ରୀ ରହିଥିଲେ। ରାଜଧାନୀ ତେହରାନ୍‌ଠାରୁ ପ୍ରାୟ ୫୫୦ କିଲୋମିଟର ଦୂରରେ ଥିବା ତବାସ୍‌ ସହରରୁ ଏହା ୟାଜ୍‌ଦ ସହରକୁ ଯାଉଥିଲା। ହେଲେ କିଛି ବାଟ ଯିବା ପରେ ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଟ୍ରାକ୍‌ରେ ଏକ ଏକ୍ସକାଭେଟର ସହ ପିଟି ହୋଇ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷ ହେଲା ସରୁନାହିଁ ପାନୀୟଜଳ ପ୍ରକଳ୍ପ କାମ: ପାଣି ପାଇଁ ଡହଳବିକଳ ଗ୍ରାମବାସୀ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଭରସୁଜା ପଞ୍ଚାୟତ ପିପିଲିପାଲିରେ ପୋଖରୀ, ନାଲା ଶୁଖିଲା ପଡିଛି। ଏପରି ଗ୍ରାମର ନଳକୂପରୁ ପାଣି ବାହାରୁ ନାହିଁ। ଏଭଳି ପରିସ୍ଥିତିରେ…

ଭାରତ ଆସୁଥିବା ଇରାନୀ ବିମାନକୁ ଟାର୍ଗେଟ କଲା ଆମେରିକା, ବିଶ୍ବରେ ଚହଳ

ତେହରାନ,୩୧।୩: ଇରାନର ମଶାଦ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାର୍କିଂ ହୋଇଥିବା ଏକ ମହାନ ଏୟାରର ଏକ ବିମାନ ଆମେରିକା ଏୟାରଷ୍ଟ୍ରାଇକର ଶିକାର ହୋଇଛି । ରିପୋର୍ଟ ଅନୁସାରେ, ମଶାଦ…

ସରକାରୀ ବସ୍‌ଷ୍ଟାଣ୍ଡ୍‌, ମିଳୁନି ମୌଳିକ ସେବା: ଯାତ୍ରୀ ହଟହଟା

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକଶିତ ହେଉଛି। ରାସ୍ତାଘାଟ ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଡ୍ରେନ୍‌ ନିର୍ମାଣ କରାଯାଉଛି। ଏଥିପାଇଁ ଅନେକ ଗରିବ ଖଟିଖିଆ ଲୋକଙ୍କୁ ସେମାନଙ୍କ ଉଠା…

ବିମାନର ଏମର୍ଜେନ୍ସି ଗେଟ୍‌ ଖୋଲୁଥିଲେ ଯାତ୍ରୀ, ପଚାରିବାରୁ ଏମିତି କହିଲେ, ସମସ୍ତେ ଆଶ୍ଚର୍ଯ୍ୟ

ବାରାଣସୀ, ୩୧ା୩:ବେଙ୍ଗାଲୁରୁରୁ ବାରାଣସୀ ଅଭିମୁଖେ ଶନିବାର ରାତିରେ ଆସୁଥିବା ଇଣ୍ଡିଗୋ ବିମାନ (୬ଇ-୧୮୫) ଭିତରେ ଘଟିଛି ହାଇଡ୍ରାମା। ଜଣେ ୨୬ ବର୍ଷୀୟ ଯାତ୍ରୀଙ୍କ ଉନ୍ମତ୍ତକାଣ୍ଡ ଯୋଗୁ ୧୦୦ରୁ…

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri