ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ୧୦ ବଗି ଲାଇନଚ୍ୟୁତ

ରାଉରକେଲା,୨୯ା୧୦: ରାଉରକେଲା-ରାଞ୍ଚି ମୁଖ୍ୟ ରେଳପଥରେ ଏକ ମାଲବାହୀ ଟ୍ରେନ୍‌ ବୁଧବାର ଲାଇନଚ୍ୟୁତ ହୋଇଛି। ବାନୋ ଓ କନରାଓ୍ବା ଷ୍ଟେଶନ ମଧ୍ୟରେ ଟ୍ରେନ୍‌ଟି ଲାଇନଚ୍ୟୁତ ହୋଇଛି। ତେବେ ଏହି ମାଲବାହୀ ଟ୍ରେନ୍‌ର ପ୍ରାୟ ୧୦ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି। ଫଳରେ ରାଉରକେଲା-ରାଞ୍ଚି ରେଳପଥରେ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ କଡ଼ା ସୁରକ୍ଷାରେ ଚାଲିଛି ଗ୍ରାମସଭା: ଗ୍ରାମବାସୀଙ୍କ ଏସବୁ ଦାବି ପୂରଣ ନ ହେଲେ…

ପାଟଣା,୧୨ା୧୨(ବୀରକିଶୋର ଦାଶ): ପ୍ରସ୍ତାବିତ ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଭୃଙ୍ଗରାଜପୋଷିରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଗ୍ରାମସଭା ଅନୁଷ୍ଠିତ ହୋଇଛି। ସ୍ଥାନୀୟ ବାସିନ୍ଦା କହିଛନ୍ତି ଆମ ଭିଟା...

ଇଣ୍ଡିଗୋ ସଙ୍କଟ ମଧ୍ୟରେ DGCAର ବଡ଼ ଆକ୍ସନ, ସସପେଣ୍ଡ ହେଲେ ୪ ଇନ୍ସପେକ୍ଟର

ନୂଆଦିଲ୍ଲୀ,୧୨।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଦ୍ୱାରା ସମ୍ମୁଖୀନ ହେଉଥିବା ପରିଚାଳନାଗତ ସମସ୍ୟାର ପ୍ରାରମ୍ଭିକ ତଦନ୍ତ ପରେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ନିଜ ମାଟ୍ରିକ ବ୍ୟାଚର ସାଙ୍ଗସାଥିଙ୍କ ସହ ବଣଭୋଜିର ମଜା ନେଲେ ଭାଜପା ନେତା, କହିଲେ ଦାରିଙ୍ଗବାଡିରେ ଏୟାରଷ୍ଟ୍ରିପ ପାଇଁ…

ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି କୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଇକୋ ରିଟ୍ରିଟ ସମେତ ପର୍ଯ୍ୟଟନକ୍ଷେତ୍ର ରେ ଭିଡ଼...

ଚମତ୍କାର କଲେ ବୈଭବ ସୂର୍ଯ୍ୟବଂଶୀ: ୫୬ ବଲ୍‌ରେ କଲେ କମାଲ୍‌, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୨।୧୨: ଯୁବ ଭାରତୀୟ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ଏସିଆ କପ୍‌ର ଉଦଘାଟନୀ ମ୍ୟାଚ୍‌ରେ ୟୁଏଇ ବିପକ୍ଷରେ ଏକ ଜ୍ୱଳନ୍ତ ଶତକ ହାସଲ...

ଏଇ ଭାରତରେ

ସାମଗ୍ରିକ ପ୍ରୟାସ ସଫଳତା ପାଇଁ ବାଟ କଢ଼ାଇନିଏ ବୋଲି ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲା ମୁନ୍‌ସିଆରି ବ୍ଲକର ଶଙ୍ଖଦୁରା ଗାଁର ମହିଳାମାନେ ପ୍ରମାଣ କରିପାରିଛନ୍ତି। ଗ୍ରାମପଞ୍ଚାୟତରେ ସେମାନେ...

ଓଡ଼ିଆ ଭାଷାରେ ଲିପ୍ୟନ୍ତରଣ

ସାମ୍ପ୍ରତିକ ପରିସ୍ଥିତିରେ ଓଡ଼ିଆ ଭାଷା ଓ ଏହାର ବ୍ୟବହାରିକ ସଂଜ୍ଞାରେ ଅନେକ ପରିବର୍ତ୍ତନ ହେଲାଣି। ଦୈନନ୍ଦିନ କଥାବାର୍ତ୍ତା ଓ ବିନିମୟରେ କଥିତ ତଥା ଚଳନ୍ତି ଓଡ଼ିଆ...

ନୀରବ ପ୍ରତିକ୍ରିୟା

ପ୍ରତ୍ୟେକ କ୍ରିୟାର ବିପରୀତ ପ୍ରତିକ୍ରିୟା ରହିଛି। ଏଣୁ କଥା କହିଲା ବେଳେ ଭାବିଚିନ୍ତି କହିବା ନିହାତି ଜରୁରୀ। ସବୁ ସମୟରେ ଧ୍ୟାନ ପୂର୍ବକ ପ୍ରତିକ୍ରିୟା ରଖିବା...

ପୁଟିନଙ୍କ ବଡ଼ ଚାଲ୍‌: ନୂଆଦିଲ୍ଲୀରୁ ଫେରିବା ପରେ ଭାରତର ୨ ଶତ୍ରୁଙ୍କୁ ଭେଟିବେ

ମସ୍କୋ,୧୨।୧୨: ଭାରତ ଗସ୍ତର ୮ ଦିନ ପରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତୁର୍କମେନିସ୍ତାନ ଗସ୍ତ କରୁଛନ୍ତି। ଏହି ଦୁଇ ଦିନିଆ ଗସ୍ତ ସମୟରେ, ପୁଟିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri