Odisha Elections 2024
Posted inଜାତୀୟ

Train Fire: ପାସେଞ୍ଜର ଟ୍ରେନରେ ଲାଗିଲା ନିଆଁ, ଭିଡିଓ ଭାଇରାଲ,ତଦନ୍ତ ଆରମ୍ଭ…

ମୁମ୍ବାଇ,୨୬।୧୨: ମଙ୍ଗଳବାର ମହାରାଷ୍ଟ୍ରର ନାନ୍ଦେଡରେ ଏକ ପାସେଞ୍ଜର ଟ୍ରେନରେ ନିଆଁ ଲାଗିଯାଇଛି। ବର୍ତ୍ତମାନ ନିଆଁକୁ ନିୟନ୍ତ୍ରଣକୁ ନିଆଯାଇଛି। ଅଗ୍ନିକାଣ୍ଡର କାରଣ ଅନୁସନ୍ଧାନ କରାଯାଉଛି। ପୂର୍ଣ୍ଣା-ପାର୍ଲୀ ପାସେଞ୍ଜର ଟ୍ରେନରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ଟ୍ରେନରେ ନିଆଁ ଲାଗିଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାତୀ ମାଲିଓ୍ବାଲଙ୍କୁ ମାଡ ମାରିବା ଘଟଣା: ବୈଭବ କୁମାରଙ୍କୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୧୮।୫: ଆମ ଆଦମୀ ପାର୍ଟିର ବିବାଦ ଦିନକୁ ଦିନ ଅଡୁଆ ସୂତାରେ ଛନ୍ଦି ହେବାରେ ଲାଗିଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସମେତ ଏଏପି ଦଳର...

ରାଜ ଠାକରେ ମୋଦିଙ୍କ ଚରଣରେ ବିଲିନ ହୋଇଯାଇଛନ୍ତି: ସଞ୍ଜୟ ରାଉତ

ମୁମ୍ବାଇ,୧୮।୫: ସଞ୍ଜୟ ରାଉତ ମୁମ୍ବାଇରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ ଶୋ’କୁ ସମାଲୋଚନା କରିଛନ୍ତି। ରାଉତ ଅଭିଯୋଗ କରିଛନ୍ତି ଯେ ଭାଜପାର ରୋଡ ଶୋ’ର ଖର୍ଚ୍ଚ ମୁମ୍ବାଇ...

ଏନକାଉଣ୍ଟରରେ ନକ୍ସଲ ନିହତ

ମାଲକାନଗିରି,୧୮।୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ପୋଲିସକୁ ମିଳିଛି ପୁଣି ସଫଳତା। ପୋଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି। ସୁକମା ଏସପି କିରଣ...

ମହାରାଷ୍ଟ୍ରରେ ନିର୍ବାଚନ ମଧ୍ୟରେ ଚର୍ଚ୍ଚାରେ ରାଜ ଠାକରେଙ୍କ ଭାଷଣ

ମୁମ୍ବାଇ,୧୮।୫: ରାଜ ଠାକରେ ପ୍ରଥମ ଥର ପାଇଁ ଶିବାଜୀ ପାର୍କରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମଞ୍ଚ ଶେୟାର କରିଛନ୍ତି। ଏହି ସମୟରେ ସେ ଅନେକ ପ୍ରସଙ୍ଗରେ...

‘କହ୍ନେୟା କୁମାରଙ୍କୁ ମାଡ଼ ମାରି ଉଚିତ ଶିକ୍ଷା ଦେଇଛୁ’, କଂଗ୍ରେସ ନେତାଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୫: ‘ଆମେ ତାଙ୍କୁ ଉଚିତ ଶିକ୍ଷା ଦେଇଛୁ । ସେ ସ୍ଲୋଗାନ ଦେଇଥିଲେ, ‘ଭାରତ ତେରେ ଟୁକଡ ଟୁକଡେ ହୋଙ୍ଗେ’। ଅଫଜାଲ ମୋତେ କ୍ଷମା କରିବୁ।...

Video: ସ୍ବାତୀ ମାଲିଓ୍ବାଲଙ୍କୁ ଧକ୍କା ଦେଇଥିଲେ ମହିଳା ସିକ୍ୟୁରିଟି ଗାର୍ଡ, ଆଉ ଏକ ନୂଆ ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିଓ୍ବାଲଙ୍କ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓରେ ସ୍ବାତୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ...

ଭାଜପାକୁ ଭୋଟ ନ ହେବାକୁ ଶପଥ ନେଲେ ରାଜପୁତ, ସ୍ମୃତିଙ୍କୁ ଗ୍ରହଣ କରୁ ନାହାଁନ୍ତି ଆମେଠିବାସୀ

ନୂଆଦିଲ୍ଲୀ,୧୮।୫: ଆମେଠିରେ, କ୍ଷତ୍ରିୟ ବା ରାଜପୁତ ସମ୍ପ୍ରଦାୟର ଲୋକମାନେ ସ୍ମୃତି ଇରାନୀଙ୍କ ବିରୋଧରେ ବିଭିନ୍ନ ସ୍ଥାନରେ ବିରୋଧ କରୁଛନ୍ତି। ସେମାନେ ଶପଥ କରୁଛନ୍ତି ଏବଂ ଲୋକଙ୍କୁ...

କେଜ୍‌ରିଓ୍ବାଲ୍‌ଙ୍କୁ ଚ୍ୟାଲେଞ୍ଜ୍‌ ଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧୮।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପୁଣି ଥରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଟାର୍ଗେଟ୍‌ କରିଛନ୍ତି। ଏକ ସାକ୍ଷାତକାରରେ ଅମିତ ଶାହାଙ୍କୁ ପଚରାଯାଇଥିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri