ଟ୍ରେନ ହାଇଜାକ୍‌: ଟ୍ରେନରେ ୨୦ ଯବାନଙ୍କୁ ହତ୍ୟା, ୧୮୨ ଯାତ୍ରୀ ପଣବନ୍ଦୀ

ଇସଲାମବାଦ,୧୧।୩: ପାକିସ୍ତାନର ବାଲୁଚ ବିଦ୍ରୋହୀମାନେ 400 ଯାତ୍ରୀଙ୍କୁ ନେଇ ଯାଉଥିବା ଜାଫର ଏକ୍ସପ୍ରେସକୁ କବଜା କରିଛନ୍ତି। ସୂତ୍ର ଅନୁଯାୟୀ, ଏହି ଟ୍ରେନରେ ପାକିସ୍ତାନୀ ସେନାର ୧୦୦ ସୈନିକ ଏବଂ ପାକିସ୍ତାନ ଗୁଇନ୍ଦା ସଂସ୍ଥା ISIର ଅନେକ ଅଧିକାରୀ ଉପସ୍ଥିତ ଅଛନ୍ତି। ଏହି ଟ୍ରେନରେ ଶହ ଶହ ସାଧାରଣ ଯାତ୍ରୀ ମଧ୍ୟ ଯାତ୍ରା କରୁଥିଲେ। କୁହାଯାଉଛି ଯେ ଏଥିରେ କ୍ୱେଟାର ସେନା ଅଧିକାରୀମାନେ ବସିଥିଲେ। କ୍ୱେଟା ପାକିସ୍ତାନର ପ୍ରମୁଖ ସାମରିକ ଘାଟି ମଧ୍ୟରୁ ଗୋଟିଏ। ତେଣୁ, ଏହି ଟ୍ରେନରେ ଅନେକ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତି ରହିବେ ବୋଲି ବିଶ୍ୱାସ କରାଯାଉଛି।

ବିଏଲଏ ଦାବି କରିଛି ଯେ, ଗତ 6 ଘଣ୍ଟା ଧରି 182 ଜଣଙ୍କୁ ବନ୍ଧକ ରଖାଯାଇଛି। ଏହି ଅପରେଶନରେ ଏପର୍ଯ୍ୟନ୍ତ 20 ଜଣ ପାକିସ୍ତାନୀ ଯବାନଙ୍କୁ ହତ୍ୟା କରାଯାଇଛି। ଜାଫର ଏକ୍ସପ୍ରେସ ଟ୍ରେନରେ ହାଇଜାକ୍‌ ପରେ ଏପରି ବର୍ବରକାଣ୍ଡ ଘଟିଛି। ତେବେ ଟ୍ରେନରେ ଥିବା ୧୮୨ ଯାତ୍ରୀ ପଣବନ୍ଦୀ ଥିବା ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’…

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ

ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri