ଯୁବକଙ୍କ ଉନ୍ମତ୍ତ କାଣ୍ଡ: ଭୁବନେଶ୍ୱର ଷ୍ଟେଶନ ନିକଟରେ ଅଟକିଲା ଟ୍ରେନ୍‌, ସ୍ପଷ୍ଟୀକରଣ ରଖି ରେଲ୍‌ଓ୍ବେ…

ଭୁବନେଶ୍ୱର,୧୮ା୧: ଜଣେ ଯୁବକଙ୍କ ଉନ୍ମତ୍ତ କାଣ୍ଡ ଯୋଗୁ ଭୁବନେଶ୍ୱର ଷ୍ଟେଶନ ନିକଟରେ ୬ ମିନିଟ୍‌ ଅଟକିଥିଲା ଅମୃତ ଭାରତ ଏକ୍ସପ୍ରେସ ଅଟକି ରହିଥିଲା। ଏନେଇ ସ୍ପଷ୍ଟୀକରଣ ରଖିଛି ରେଲଓ୍ବେ। ସକାଳ ୯ଟା ୪୮ ମିନିଟ୍‌ରେ ଏହି ଅଘଟଣ ଘଟିଥିଲା। ଚଳନ୍ତା ଟ୍ରେନ ଆଗକୁ ଆସି ଜୀବନ ହାରିବାକୁ ଉଦ୍ୟମ କରିଥିଲେ ଏହି ଯୁବକ ଜଣ। ବୁଦ୍ଧି ଖଟାଇ ଲୋକୋ ପାଇଲଟ ଜରୁରୀକାଳୀନ ବ୍ରେକ୍‌ ଲଗାଇ ଟ୍ରେନ୍‌ଟିକୁ ଅଟକାଇ ଦେଇଥିଲେ। ଆର୍‌ପିଏଫ୍‌ ପହଞ୍ଚି ଯୁବକଙ୍କୁ ସେଠାରୁ ଉଠାଇ ନେଇଥିଲା। ତେବେ ଯୁବକ ଜଣଙ୍କ ଲକ୍ଷ୍ମୀସାଗର ଅଞ୍ଚଳର ହୋଇଥିବାବେଳେ ସେ ମଦ ପିଇଥିବା ଜଣାପଡ଼ିଥିଲା। ସଂପୃକ୍ତ ଯୁବକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ରେଳ ବିଭାଗ କହିଛି। ଅନ୍ୟପକ୍ଷରେ ୬ ମିନିଟ୍‌ ପରେ ଗନ୍ତବ୍ୟ ସ୍ଥଳକୁ ଗଡ଼ିଥିଲା ଅମୃତ ଭାରତ ଏକ୍ସପ୍ରେସ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫିନ ଆଲେନଙ୍କ ବିସ୍ଫୋରକ ଶତକ: ଟି୨୦ ବିଶ୍ୱକପ ଫାଇନାଲ୍‌ରେ ନ୍ୟୁଜିଲାଣ୍ଡ

କୋଲକାତା,୪।୩: ନ୍ୟୁଜିଲାଣ୍ଡ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲରେ ପହଞ୍ଚିଛି। ସେମିଫାଇନାଲରେ ନ୍ୟୁଜିଲାଣ୍ଡ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟ୍‌ରେ ପରାସ୍ତ କରି ଦ୍ୱିତୀୟଥର ପାଇଁ ଟି୨୦ ବିଶ୍ୱକପର ଫାଇନାଲରେ…

ସେକ୍ଟର-୬ ଆନନ୍ଦ ମାର୍ଗ ବସ୍ତିରେ ଗୋଷ୍ଠୀ ସଂଘର୍ଷ: ୭ ଆହତ, ୨ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ

ରାଉରକେଲା, ୪।୩(ସଂଗୀତା ଜେନା): ଆନନ୍ଦ ମାର୍ଗ ବସ୍ତିରେ ଦୁଇ ଗୋଷ୍ଠୀ ମଧ୍ୟରେ ଏକ ସାମାନ୍ୟ ବିବାଦ ପରେ ବୁଧବାର ରାଉରକେଲାର ସେକ୍ଟର-୬ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ।…

ବ୍ରିଜ ତଳକୁ ଖସିଲା ପିକଅପ୍‌: ୬ ଆହତ

ନନ୍ଦପୁର, ୫/୩(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ହଣ୍ଡାଲତୋଟା ନିକଟ ବ୍ରିଜ ତଳକୁ ଏକ ପିକଅପ ଗାଡ଼ି ଖସି ପଡ଼ିବାରୁ ୬ ଜଣ…

ସେମିଫାଇନାଲ୍‌ରେ ନ୍ୟୁଜିଲାଣ୍ଡକୁ ୧୭୦ ରନ୍‌ ଟାର୍ଗେଟ୍‌ ଦେଲା ଦକ୍ଷିଣ ଆଫ୍ରିକା

କୋଲକାତା,୪।୩: ଟି୨୦ ବିଶ୍ୱକପର ପ୍ରଥମ ସେମିଫାଇନାଲ୍‌ କୋଲକାତାର ଇଡେନ ଗାର୍ଡେନ୍ସରେ ଖେଳାଯାଉଛି। ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୧୬୯/୮ ସ୍କୋର କରିଥିଲା। ଦକ୍ଷିଣ…

ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଆଖିବୁଜିଲେ ଶିବ

ଦିଗପହଣ୍ଡି,୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ସମ୍ମୁଖ ୧୭ନଂ ରାଜ୍ୟ ରାଜପଥରେ ବୁଧବାର ଅପରାହ୍ନରେ ସ୍କୁଟି (ନଂ. ଓଡ଼ି୦୭ ବିଏ…

ଖରସ୍ରୋତା ନଦୀରେ ଗାଧୋଉଥିଲେ ଶୁଭ ସଂକଳ୍ପ: ହଠାତ୍‌ ବୁଡ଼ିଗଲେ, ତା’ପରେ…

ଆଳି, ୪/୩(ବନମାଳୀ ସେନାପତି):ରଙ୍ଗର ପର୍ବ ହୋଲି ପାଇଁ ଗାଁଠୁ ସହର ଉତ୍ସବମୁଖର ଥିବାବେଳେ ହୋଲି ଖେଳି ସାରି ନଦୀରେ ସାଙ୍ଗ ପିଲାଙ୍କ ସହ ନଦୀରେ ଗାଧୋଉଥିବା ବେଳେ…

ହୋଲିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅନଲାଇନରୁ ବନ୍ଧୁକ କିଣି…

ବଲାଙ୍ଗୀର/ଦେଓଗାଁ,୪ା୩( ସୁନୀଲ କୁମାର ମହାନ୍ତି /କୃଷ୍ଣ ପ୍ରସାଦ ପାଣିଗ୍ରାହୀ ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ଲୁହାଖାନ ଗାଁରେ ପବିତ୍ର…

ହୋଲି ଭୋଜି ସାରି ଫେରୁଥିଲେ ଏସବିଆଇ ଶାଖା ପରିଚାଳକ: ବାଟରେ ଛକିଥିଲା ଯମ, ଆଉ ତା’ପରେ..

ଭଞ୍ଜନଗର,୪/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ରାସ୍ତାରେ ବୁଧବାର ଅପରାହ୍ନ ୫ ଟାରେ ଏକ କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସୋରଡ଼ା ଷ୍ଟେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri