ଟ୍ରେନ୍‌ ଟ୍ରାଜେଡି: ୨୬ ଟ୍ରେନ୍‌ ବାତିଲ, ୨୨ ଟ୍ରେନ୍‌ର ରୁଟ୍‌ ପରିବର୍ତ୍ତନ

ଭୁବନେଶ୍ୱର,୩୦ା୧୦: ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେଶନ ନିକଟସ୍ଥ କାଣ୍ଟକାପଲ୍ଲୀଠାରେ ରବିବାର ରାତିରେ ଏକ ପାସେଞ୍ଜର ଟ୍ରେନ୍‌ ଅନ୍ୟ ଏକ ଏକ୍ସପ୍ରେସ ଟ୍ରେନ୍‌ ଧକ୍କା ହୋଇଥିଲା। ଆଜିସୁଦ୍ଧା ଏହି ମୃତକଙ୍କ ସଂଖ୍ୟା ୧୧କୁ ବୃଦ୍ଧି ପାଇଥିବା ବେଳେ ୫୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାପଡ଼ିଛି। ତେବେ ଏହି ଦୁର୍ଘଟଣା ଯୋଗୁ ୨୬ଟି ଟ୍ରେନ୍‌କୁ ବାତିଲ ବାତିଲ କରିଛି ରେଳ ବିଭାଗ। ଏଥିସହ ୨୨ଟିର ରୁଟ୍‌ ପରିବର୍ତ୍ତନ କରାଯାଇଥିବା ବେଳେ ୧୧ ଟ୍ରେନ୍‌କୁ ଆଶିଂକ ବାତିଲ କରାଯାଇଛି।

ଭୁବନେଶ୍ୱର-ବିଶାଖାପାଟଣା ଇଣ୍ଟରସିଟି, ପଲାସା-ବିଶାଖାପାଟଣା, ପାରାଦୀପ-ବିଶାଖାପାଟଣା, ରାୟଗଡ଼ା-ଗୁଣୁପୁର, ଚେନ୍ନାଇ-ପୁରୀ ଏକ୍ସପ୍ରେସ୍‌, ରାୟପୁର-ବିଶାଖାପାଟଣା, ତିରୁପତି-ବିଶାଖାପାଟଣା ପାସେଞ୍ଜର ଟ୍ରେନ୍‌କୁ ବାତିଲ କରାଯାଇଛି।

ସୂଚନାଯୋଗ୍ୟ, ଗତ ଜୁନ୍‌ ୨ରେ ଓଡ଼ିଶାର ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ୩ଟି ଟ୍ରେନ୍‌ ମଧ୍ୟରେ ମର୍ମନ୍ତୁଦ ଦୁର୍ଘଟଣା ଘଟି ୨୯୬ ଯାତ୍ରୀଙ୍କ ଜୀବନ ଯାଇଥିଲା। ଏହା ପରେ ଅନେକ ଛୋଟମୋଟ ଦୁର୍ଘଟଣା ଲାଗିରହିଥିବା ବେଳେ ରବିବାର ରାତିରେ ଆନ୍ଧ୍ରପ୍ରଦେଶରେ ବଡ଼ ଦୁର୍ଘଟଣା ଘଟିଛି। ଫଳରେ ରେଲ୍‌ଓ୍ବେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି।

 


Enter your email to get our daily news in your inbox.

All Right Reserved By Dharitri.Com

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri