ଟ୍ରେନ୍‌ ଟ୍ରାଜେଡି: ୨୬ ଟ୍ରେନ୍‌ ବାତିଲ, ୨୨ ଟ୍ରେନ୍‌ର ରୁଟ୍‌ ପରିବର୍ତ୍ତନ

ଭୁବନେଶ୍ୱର,୩୦ା୧୦: ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେଶନ ନିକଟସ୍ଥ କାଣ୍ଟକାପଲ୍ଲୀଠାରେ ରବିବାର ରାତିରେ ଏକ ପାସେଞ୍ଜର ଟ୍ରେନ୍‌ ଅନ୍ୟ ଏକ ଏକ୍ସପ୍ରେସ ଟ୍ରେନ୍‌ ଧକ୍କା ହୋଇଥିଲା। ଆଜିସୁଦ୍ଧା ଏହି ମୃତକଙ୍କ ସଂଖ୍ୟା ୧୧କୁ ବୃଦ୍ଧି ପାଇଥିବା ବେଳେ ୫୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାପଡ଼ିଛି। ତେବେ ଏହି ଦୁର୍ଘଟଣା ଯୋଗୁ ୨୬ଟି ଟ୍ରେନ୍‌କୁ ବାତିଲ ବାତିଲ କରିଛି ରେଳ ବିଭାଗ। ଏଥିସହ ୨୨ଟିର ରୁଟ୍‌ ପରିବର୍ତ୍ତନ କରାଯାଇଥିବା ବେଳେ ୧୧ ଟ୍ରେନ୍‌କୁ ଆଶିଂକ ବାତିଲ କରାଯାଇଛି।

ଭୁବନେଶ୍ୱର-ବିଶାଖାପାଟଣା ଇଣ୍ଟରସିଟି, ପଲାସା-ବିଶାଖାପାଟଣା, ପାରାଦୀପ-ବିଶାଖାପାଟଣା, ରାୟଗଡ଼ା-ଗୁଣୁପୁର, ଚେନ୍ନାଇ-ପୁରୀ ଏକ୍ସପ୍ରେସ୍‌, ରାୟପୁର-ବିଶାଖାପାଟଣା, ତିରୁପତି-ବିଶାଖାପାଟଣା ପାସେଞ୍ଜର ଟ୍ରେନ୍‌କୁ ବାତିଲ କରାଯାଇଛି।

ସୂଚନାଯୋଗ୍ୟ, ଗତ ଜୁନ୍‌ ୨ରେ ଓଡ଼ିଶାର ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ୩ଟି ଟ୍ରେନ୍‌ ମଧ୍ୟରେ ମର୍ମନ୍ତୁଦ ଦୁର୍ଘଟଣା ଘଟି ୨୯୬ ଯାତ୍ରୀଙ୍କ ଜୀବନ ଯାଇଥିଲା। ଏହା ପରେ ଅନେକ ଛୋଟମୋଟ ଦୁର୍ଘଟଣା ଲାଗିରହିଥିବା ବେଳେ ରବିବାର ରାତିରେ ଆନ୍ଧ୍ରପ୍ରଦେଶରେ ବଡ଼ ଦୁର୍ଘଟଣା ଘଟିଛି। ଫଳରେ ରେଲ୍‌ଓ୍ବେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri