Posted inଜାତୀୟ

ଟ୍ରେନିଂ ବେଳେ ଦୁର୍ଘଟଣାଗ୍ରସ୍ତ ହେଲା ବିମାନ

ପୁଣେ,୨୨।୧୦: ଏଠାରେ ରବିବାର ସକାଳେ ଏକ ପ୍ରଶିକ୍ଷଣ ବିମାନ ଦୁର୍ଘଟଣାର ଶିକାର ହୋଇଛି। ଗୋଜୁବାଭି ଗ୍ରାମ ନିକଟରେ ପ୍ରଶିକ୍ଷଣ ଲାଗି ଉଡାଣ ବେଳେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଦୁଇଜଣ ଟ୍ରେନି(ପ୍ରଶିକ୍ଷକ) ପାଇଲଟ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ପ୍ରକାଶ ଯେ, ଦୁର୍ଘଟଣାଗ୍ରସ୍ତ ବିମାନଟି ଏକ ପ୍ରାଇଭେଟ କମ୍ପାନୀର ଥିଲା। ଯନ୍ତ୍ରାଂଶରେ ତ୍ରୁଟି କାରଣରୁ ଏହି ଦୁର୍ଘଟଣା ଘଟିଥିଲା। ଏହାପୂର୍ବରୁ ଗୁରୁବାର ରେଡ୍‌ବାର୍ଡ ଫ୍ଲାଇଟ୍‌ ଟ୍ରେନିଂ ଆକାଡେମୀର ଟ୍ରେନିଂ ବିମାନ ଦୁର୍ଘଟଣା ହୋଇଥିଲା, ଯେଉଁଥିରେ ପାଇଲଟ ଏବଂ ସହ ପାଇଲଟ୍‌ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦଳେଇଗୁଡ଼ା ସ୍କୁଲକୁ ଆକସ୍ମିକ ଗସ୍ତ କଲେ ଅତିରିକ୍ତ ଜିଲ୍ଲାପାଳ, ଯାଞ୍ଚ କଲେ ଖାଦ୍ୟର ଗୁଣବତ୍ତା

ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ ): ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ପାଇଁ ଉପଲବ୍ଧ ବ୍ୟବସ୍ଥା, ଖାଦ୍ୟର ଗୁଣବତ୍ତା ଏବଂ ସରକାରୀ ନିର୍ଦ୍ଧାରିତ ମାନଦଣ୍ଡର ଅନୁପାଳନ ସମ୍ପର୍କରେ…

ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

ପେଟ୍ରୋଲ ପମ୍ପରେ ନୂଆ ନିୟମ! ଦିନକୁ ମିଳିବ ମାତ୍ର ଏତିକି ଲିଟର, ଧାର୍ଯ୍ୟ ହେଲା ଲିମିଟ୍‌

ନୂଆଦିଲ୍ଲୀ,୨୪।୯: ଯଦି ଆପଣଙ୍କ ପାଖରେ ବଡ଼ ଗାଡ଼ି କିମ୍ବା ଡିଜେଲରେ ଚାଲୁଥିବା କମର୍ସିଆଲ ଯାନ ରହିଛି ଏବଂ ନିୟମିତ ଭାବେ ବହୁ ପରିମାଣରେ ଡିଜେଲ ଭରାଇବାକୁ ପଡ଼ୁଛି,…

ଚାଞ୍ଚଲ୍ୟକର ଖୁଲାସା, ଏହି ଖେଳାଳି ଛଡାଇ ନେବେ ଋତୁରାଜଙ୍କ ପଦ!

ନୂଆଦିଲ୍ଲୀ: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ନିଜ କୋଚିଂ ସେଟଅପ୍‌ରେ ବଡ଼ ପରିବର୍ତ୍ତନ କରିଛି । ଦୀର୍ଘ ସମୟ ଧରି ଦଳର ହେଡ୍…

୫ ରାଜ୍ୟର ନିର୍ବାଚନରେ ପାଣି ଭଳି ଟଙ୍କା ଖର୍ଚ୍ଚ କରିଛି ଭାଜପା, ମୂଲ୍ୟ ଶୁଣିଲେ ହୋଇଯିବେ କାବା! ଏହି ରାଜ୍ୟରେ ସବୁଠୁ ଅଧିକ

ନୂଆଦିଲ୍ଲୀ,୨୪।୯: ଆସାମ, ତାମିଲନାଡୁ, ପୁଡୁଚେରୀ, କେରଳ ଏବଂ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଖର୍ଚ୍ଚ ରିପୋର୍ଟରୁ ଜଣାପଡ଼ିଛି ଯେ, ଦଳର କେନ୍ଦ୍ରୀୟ କାର୍ଯ୍ୟାଳୟ ଏହି ୫ଟି…

ଗଭୀର ଅବପାତ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ଭୟଭୀତ ନହେବାକୁ ପ୍ରଶାସନର ସଚେତନତା

ପୁରୁଷୋତ୍ତମପୁର,୨୪।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହି ଲଗାଣ…

ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି…

ମୋ ମାଧବ…ହାତରେ ବଂଶୀ ଧରି କୃଷ୍ଣ ସାଜିଲେ ଅଖିଳେଶ, ଜାଣନ୍ତୁ କିଏ ହେଲେ ସୁଦାମା

ଲକ୍ଷ୍ନୌ,୨୪।୯: ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଗୁରୁବାର ‘PDA ରଥ’ରେ ରାୟବରେଲୀ ପହଞ୍ଚିଛନ୍ତି । ତାଙ୍କ ଆଗମନ ପୂର୍ବରୁ ସହରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?