Posted inଖେଳ

ଜାତୀୟ ରାଇଫଲ ଶୁଟରଙ୍କ ପାଇଁ ତାଲିମ ଶିବିର

ଭୁବନେଶ୍ବର, ୩।୧୧, (କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ରାଇଫଲ ଆସୋସିଏଶନ ଆନୁକୂଲ୍ୟରେ ଏକ ୮ ଦିନିଆ ଶୁଟିଂ ପ୍ରଶିକ୍ଷଣ ଶିବିର ଏଠାରେ ଆୟୋଜନ କରାଯିବ। ଜାତୀୟ ବନ୍ଧୁକ ଚାଳନା ପ୍ରତିଯୋଗିତା ପାଇଁ ମନୋନୀତ ରାଇଫଲ ଶୁଟରମାନେ ଏହି ଶିବିରରେ ପ୍ରଶିକ୍ଷଣ ନେବେ। ଅନ୍ତର୍ଜାତୀୟ ପଦକ ପ୍ରାପ୍ତ ଅଲମ୍ପିକ ଶୁଟର ତଥା ଅର୍ଜୁନ ପୁରସ୍କାର ପାଇଥିବା ମହାରାଷ୍ଟ୍ରର ଜାତୀୟ ଶୁଟିଂ କୋଚ୍‌ ଦୀପାଲି ଦେଶପାଣ୍ଡେ ଏହି ଶିବିରରେ ପ୍ରଶିକ୍ଷଣ ଦେବେ ବୋଲି ଓଡ଼ିଶା ରାଇଫଲ ସଂଘ ସମ୍ପାଦକ ହରିପ୍ରସାଦ ପଟ୍ଟନାୟକ ପ୍ରକାଶ କରିଛନ୍ତି।

କୋଚ୍‌ ଦେଶପାଣ୍ଡେଙ୍କ ପ୍ରଶିକ୍ଷଣରେ ଅନେକ ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗୀ ସୃଷ୍ଟି ହୋଇଛନ୍ତି। ଓଡିଶାର ପ୍ରତିଷ୍ଠିତ ଶୁଟର ତଥା ଜାତୀୟ ଚାମ୍ପିୟନ ଶ୍ରୀୟଙ୍କା ଷଡଙ୍ଗୀଙ୍କୁ ମଧ୍ୟ କୋଚିଂ ଦେଉଛନ୍ତି ଦୀପାଲି। ତାଙ୍କ ପ୍ରଶିକ୍ଷଣରେ ଓଡ଼ିଶା ରାଇଫଲ ଶୁଟରମାନେ ଆସନ୍ତା ଜାତୀୟ ପ୍ରତିଯୋଗିତାରେ ଭଲ ପ୍ରଦର୍ଶନ କରିବେ ବୋଲି ରାଜ୍ୟ ରାଇଫଲ ସଂଘର ପୃଷ୍ଠପୋଷକ ତଥା ଏନ୍‌ଆର୍‌ଏଆଇ (ଜାତୀୟ ରାଇଫଲ ସଂଘ)ର ବରିଷ୍ଠ ଉପସଭାପତି କଳିକେଶ ନାରାୟଣ ସିଂହଦେଓ ଆଶାବ୍ୟକ୍ତ କରିଛନ୍ତି। ଭବିଷ୍ୟତରେ ଏଭଳି ପଦକ୍ଷେପମାନ ଗ୍ରହଣ କରାଯାଇ ଓଡ଼ିଶା ଶୁଟରଙ୍କ ଦକ୍ଷତା ବୃଦ୍ଧି କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?