ବିଭିନ୍ନ ସ୍ଥାନରେ ନବ ଭାରତ ସାକ୍ଷରତା ସ୍ବେଚ୍ଛାସେବୀଙ୍କ ତାଲିମ ଶିବିର ଉଦଯାପିତ

କର୍ଲାମୁଣ୍ଡା:୨୫।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ନବ ଭାରତ ସାକ୍ଷରତା ସ୍ବେଚ୍ଛାସେବୀମାନଙ୍କ ଦ୍ୱିଦିନିଆ ତାଲିମ ଶିବିର ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଏହି ଅବସରରେ ସୋମବାର ପ୍ରଥମ ଦିବସରେ ରାଜପୁର ପଞ୍ଚାୟତ ସୁରୁଜୁଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ଜୋରାଡବରା ପଞ୍ଚାୟତ ଜୋରାଡବରା ଉଚ୍ଚ ବିଦ୍ୟାପୀଠ,ରେଗଡା ପଞ୍ଚାୟତ ଭୋଇ ପଡା ପ୍ରାଥମିକ ବିଦ୍ୟାଳୟ,ରଷିଡା ପଞ୍ଚାୟତ ର ରିଷିଡା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ପୃଥକ ପୃଥକ ଭାବେ ଆୟୋଜିତ ତାଲିମ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ରାମ ଚନ୍ଦ୍ର ସା, ଭାରପ୍ରାପ୍ତ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ରୋହିତ କୁମାର ରଣା ଓ ଗୋପ ମଣୀ ସାହୁ ପ୍ରମୁଖ ଯୋଗ ଦେଇ ଉଦଘାଟନ କରିଥିଲେ।

ଠିକ ସେହିପରି ବିଭିନ୍ନ ତାଲିମ ଶିବିରରେ ସାଧନ କର୍ମୀ ଭାବେ ରେଙ୍ଗାଲି ସିଆରସିସି ଉଜ୍ଜ୍ୱଳ କୁମାର ସାହୁ, ନୋଡାଲ ସିଆରସିସି ପ୍ରସନ୍ନ କୁମାର ସାହୁ, ରେଗଡା ସିଆରସିସି ପ୍ରଭାବ ରଞ୍ଜନ ବନଛୋର, ଜୋରାଡବରା ସିଆରସିସି ଯୁଗଳ ନାଗ,ପୌରକେଲା ସିଆରସିସି ମିଲାପ କୁମାର, ଶିକ୍ଷକ ଦାଶରଥି ଭୋଇ, କାମଦେବ କମ୍ପ, କୁମାର ତରୁଣ ଗହୀର,ତୃପ୍ତି ରଞ୍ଜନ ନାଥ,ପ୍ରତାପ ପଧାନ ପ୍ରମୁଖ ଯୋଗ ଦେଇ ଅଣସ୍ବାକ୍ଷରମାନଙ୍କୁ ସ୍ବେଚ୍ଛାସେବୀ ସହାୟକ ମାନେ କିଭଳି ପାଠ ପଢେଇବା ସହ ପାଠ ପ୍ରତି ଆକୃଷ୍ଟ କରିବେ ସେ ଦିଗରେ ବିଭିନ୍ନ ପଦ୍ଧତି ଉପରେ ତାଲିମ ପ୍ରଦାନ କରିଥିଲେ। ବ୍ଲକର ୪ଟି ତାଲିମ କେନ୍ଦ୍ରରେ ୨୧୬ ଜଣ ସ୍ବେଚ୍ଛାସେବୀ ସହାୟକ/ସହାୟିକା ଅଂଶ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri