୫ ପିଙ୍କ୍‌ ବୁଥ୍‌ ପାଇଁ ନିୟୋଜିତ ପୋଲିଂ ଦଳକୁ ତାଲିମ

ଭଦ୍ରକ ଅଫିସ, ୩୧।୧୦-ଧାମନଗର ଉପନିର୍ବାଚନରେ ୫ ପିଙ୍କ୍‌ ବୁଥ୍‌ ଓ ୧୫ ଆଦର୍ଶ ବୁଥ୍‌ କରାଯାଇଛି। ଧାମନଗର ଏନ୍‌ଏସିର ଦକ୍ଷିଣବାଡ଼, ୧୧୧ ନଂ. ବୁଥ୍‌ ମହେନ୍ଦ୍ର ନୋଡାଲ ୟୁପି ସ୍କୁଲ, ତାଳପଦା ୧୧୩ ନଂ. ବୁଥ୍‌ ତାଳପଦା ନୋଡାଲ ୟୁପି ସ୍କୁଲ, ଜୟନଗରର ୧୧୭ ନଂ. ବୁଥ୍‌ ଅନନ୍ତ କେଶରୀ ୟୁ.ପି. ଏମ୍‌.ଇ. ସ୍କୁଲ, ଶ୍ୟାମପୁରର ୧୩୦ ନଂ. ବୁଥ୍‌ ଧାମନଗର ହାଇସ୍କୁଲ ଓ ୧୩୧ ନଂ. ବୁଥ୍‌ ଧାମନଗର ହାଇସ୍କୁଲକୁ ପିଙ୍କ୍‌ ବୁଥ୍‌ କରାଯାଇଛି। ଏସବୁ ପିଙ୍କ୍‌ ବୁଥ୍‌ ପାଇଁ ନିୟୋଜିତ ପୋଲିଂ ଦଳର ପ୍ରିଜାଇଡିଂ ଅଧିକାରୀ, ପୋଲିଂ କର୍ମଚାରୀ ଓ ମାଇକ୍ରୋ ଅବ୍‌ଜରଭରମାନଙ୍କୁ ସୋମବାର ଦ୍ୱିତୀୟ ପର୍ଯ୍ୟାୟ ତାଲିମ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri