Posted inଜାତୀୟ

ପ୍ରଶିକ୍ଷଣ ବିମାନ ଦୁର୍ଘଟଣାଗ୍ରସ୍ତ

ଗୁନା,୧୧ା୮: ମଧ୍ୟପ୍ରଦେଶର ଗୁନା ଜିଲାରେ ରବିବାର ଏକ ଘରୋଇ ପ୍ରଶିକ୍ଷଣ ସଂସ୍ଥାର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୨ ଜଣ ପାଇଲଟ ଆହତ ହୋଇଛନ୍ତି। ୨ ଆସନ ବିଶିଷ୍ଟ ସେସ୍‌ନା-୧୫୨ ବିମାନର ଇଞ୍ଜିନରେ ତ୍ରୁଟି ଯୋଗୁ ଖସିପଡ଼ିଥିବା କୁହାଯାଉଛି। ଆହତ ୨ ପାଇଲଟଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri