ଆତଙ୍କ ସୃଷ୍ଟି କରୁଥବା ଦନ୍ତାହାତୀକୁ ଟ୍ରାଙ୍କୁଲାଇଜ୍‌, ରେଡିଓକୋଲାର ଲଗାଇଲା ବନ ବିଭାଗ

ଟେନ୍‌ସା,୧୮ା୯(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଓ ବରସୁଆଁ ଫରେଷ୍ଟ ରେଞ୍ଜ ଅଞ୍ଚଳରେ ଗତ ୫ବର୍ଷ ଧରି ଆତଙ୍କ ଚଳାଉଥିଲା। ଦନ୍ତାହାତୀଟିକୁ ବନ ବିଭାଗ ଟ୍ରାଙ୍କୁଲାଇଜ କରି ରେଡିଓକୋଲାର ଲାଗାଇଥିବା ଜଣାପଡିଛି । ଟ୍ରାଙ୍କୁଲାଇଜ କରିବାରେ ସାତକୋଶିଆ ଟାଇଗର ରିଜର୍ଭ ଟିମ୍‌ର ଭେଟେନାରୀ ଡାକ୍ତର ଦଳ ସମେତ ବନ ବିଭାଗର ୫ଟି ଟିମ୍‌, ବଣାଇ ଡିଏଫ୍‌ଓ ଲଳିତ କୁମାର ପାତ୍ର,କୋଇଡ଼ା ରେଞ୍ଜର ଗୌତମ ପ୍ରଧାନ, ବରସୁଆଁ ରେଞ୍ଜର ଧରଣୀଧର ସାହୁ ପ୍ରମୁଖ ଉପସ୍ଥିତ ରହି ଜାମୁଢ଼ି ଜଙ୍ଗଲରେ ଦନ୍ତାହାତୀକୁ ଟ୍ରାଙ୍କୁଲାଇଜ୍‌ କରାଯାଇ ରେଡିଓକୋଲାର ଲଗାଯାଇଥିଲା। ଏହି ରେଡିଓକୋଲାର ଲଗାଇବା ଦ୍ୱାରା ଦନ୍ତା ହାତୀର ଗତିବିଧିକୁ ଠିକ୍‌ ଭାବେ ପରିଚାଳିତ ହେବ ବୋଲି ବଣାଇ ଡିଏଫ୍‌ଓ ଲଳିତ କୁମାର ପାତ୍ର ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ଏହି ହାତୀଟି ଅନେକ ସମୟରେ ଲୋକଙ୍କ ଘରଦ୍ୱାର ଭାଙ୍ଗିବା ସହ ଧାନ ଚାଉଳ କହିବା ସହିତ ଫସଲ ନଷ୍ଟ କରିଥାଏ। ଗତ ୫ବର୍ଷ ମଧ୍ୟରେ ୧୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଲାଣି ଏହି ହାତୀ। ବିଭିନ୍ନ ସମୟରେ ଲୋକମାନେ ରେଞ୍ଜ ଅଫିସ ଘେରାଉ କରିବା ସହିତ ଆନ୍ଦୋଳନ ମଧ୍ୟ କରିଛନ୍ତି। ବାରମ୍ବାର ହାତୀକୁ ଟ୍ରାଙ୍କୁଲାଇଜ୍‌ କରିବାକୁ ଦାବି ହୋଇ ଆସୁଥିଲା। ଏ ନେଇ ବଣାଇର କୌଣସି ଡିଏଫ୍‌ଓ ଏହାକୁ ଗୁରୁତ୍ୱ ଦେଉ ନ ଥିଲେ। ଯାହା ନେଇ ସବୁବେଳେ ହାତୀ ମଣିଷ ଲଢ଼େଇରେ ଅନେକ ଲୋକଙ୍କ ଜୀବନ ଯିବା ସହିତ ଅନେକ ହାତୀକୁ ମଧ୍ୟ ବିଭିନ୍ନ ଉପାୟରେ ମାରି ଦେବାର ନଜିର ରହିଛି। ଏ ନେଇ ବଣାଇ ଡିଏଫ୍‌ଓ ଲଳିତ କୁମାର ପାତ୍ର ଗୁରୁତର ନେଇ ଉପରସ୍ଥ ଅଧିକାରୀ ଓ ସରକାରଙ୍କ ସହିତ ଆଲୋଚନା କରିବା ପରେ ହାତୀକୁ ଟ୍ରାଙ୍କୁଲାଇଜ୍‌ ରେଡିଓକୋଲାର ଲଗାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri