ଡିଏସ୍‌ପି ସ୍ତରରେ ଅଦଳବଦଳ

କଟକ ଅଫିସ,୨୦ା୮: ଡିଏସ୍‌ପି ସ୍ତରରେ ଅଦଳବଦଳ ହୋଇଥିବା ନେଇ ବୁଧବାର ରାଜ୍ୟ ପୋଲିସ ମୁଖ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କନ୍ଧମାଳ ମୁଖ୍ୟାଳୟ ଡିଏସ୍‌ପି ଡି. ତିରୁପତି ରାଓ ପଟ୍ଟନାୟକଙ୍କୁ ଜି. ଉଦୟଗିରି ଏସ୍‌ଡିପିଓ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ପାରଳାଖେମୁଣ୍ଡି ଏସ୍‌ଡିପିଓ ପ୍ରକାଶ ଚନ୍ଦ୍ର ଜେନାଙ୍କୁ ବ୍ରହ୍ମପୁର ମୁଖ୍ୟାଳୟ ଡିଏସ୍‌ପି, ବ୍ରହ୍ମପୁର ମୁଖ୍ୟାଳୟ ଡିଏସ୍‌ପି ରାମକୃଷ୍ଣ ପତିଙ୍କୁ ପାରଳାଖେମୁଣ୍ଡି ଏସ୍‌ଡିପିଓ ଭାବେ ବଦଳି କରାଯାଇଛି। କଳାହାଣ୍ଡି ମୁଖ୍ୟାଳୟ ଡିଏସ୍‌ପି ଗୁଣନିଧି ମଲ୍ଲିକଙ୍କୁ କୋରାପୁଟ ସଦର ଏସ୍‌ଡିପିଓ, ସମ୍ବଲପୁର ମୁଖ୍ୟାଳୟ ଡିଏସ୍‌ପି ହିମାଂଶୁ ଭୂଷଣ ବେହେରାଙ୍କୁ ବଡ଼ବିଲ ଏସ୍‌ଡିପିଓ, କୋରାପୁଟ ସଦର ଏସ୍‌ଡିପିଓ ବଳଭଦ୍ର ଦୀପ୍‌ଙ୍କୁ ମାଲକାନଗିରି ମୁଖ୍ୟାଳୟ ଡିଏସ୍‌ପି, କରଞ୍ଜିଆ ଏସ୍‌ଡିପିଓ ନାରାୟଣ ନାୟକଙ୍କୁ କଳାହାଣ୍ଡି ମୁଖ୍ୟାଳୟ ଡିଏସ୍‌ପି, ବଡ଼ବିଲ ଏସ୍‌ଡିପିଓ ସତ୍ୟବିକାଶ ଭୂୟାଁଙ୍କୁ କରଞ୍ଜିଆ ଏସ୍‌ଡିପିଓ ଏବଂ ଭଦ୍ରକ ଆଇୟୁସିଏଡବ୍ଲ୍ୟୁ ଡିଏସ୍‌ପି ଅଶୋକ ଦାସଙ୍କୁ ଅନୁଗୋଳ ଆଇୟୁସିଏଡବ୍ଲ୍ୟୁ ଡିଏସ୍‌ପି ଭାବେ ଅବସ୍ଥାପିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ମୁକାବିଲା ନେଇ ସରକାର ପ୍ରସ୍ତୁତ: ପ୍ରମିଳା ମଲ୍ଲିକ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ଏନେଇ ରାଜସ୍ୟ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ସୂଚନା ଦେଇଛନ୍ତି।...

ଡେପୁଟି ମେୟରଙ୍କ ଘରେ ଲାଗିଲା ଉଚ୍ଛେଦ ନୋଟିସ୍‌

କଟକ ଅଫିସ,୩।୫: କଟକ ଡେପୁଟି ମେୟରଙ୍କ ଘରେ ଉଚ୍ଛେଦ ନୋଟିସ୍‌ ଲଗାଯାଇଛି। ଇଡ୍‌କୋ ଜାଗାରେ ଥିବା ତାଙ୍କ ଏହି ଘରକୁ ଭାଙ୍ଗିବାକୁ  ନୋଟିସ ଜାରି ହୋଇଛି।...

ଶୌଚ ହେବାକୁ ଯାଇଥିଲେ ବୃଦ୍ଧା, ଦଳିଦେଲା ଦନ୍ତା

ଝାରସୁଗୁଡ଼ା ଅଫିସ,୧୧ା୮: ଝାରସୁଗୁଡ଼ା ଜିଲା ବାଗଡିହି ଫରେଷ୍ଟ ରେଞ୍ଜ ଅଧୀନ ବୁଡ଼ାପଡ଼ା ଗ୍ରାମ ନିକଟରେ ଏକ ଦନ୍ତା ଜଣେ ବୃଦ୍ଧାଙ୍କୁ ଦଳି ମାରିଦେଇଛି। ମୃତ ବୃଦ୍ଧା...

ଗିରଫ ପରେ ଜେଲ ଗଲେ ଶିକ୍ଷକ

ଭବାନୀପାଟଣା,୭।୧(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମାଲିଗଁା ପଞ୍ଚାୟତରେ ଗତ ନଭେମ୍ଭର ୧୧ରେ ମାସିକ ପଞ୍ଚାୟତ ବୈଠକ ସାରି ସ୍ଥାନୀୟ ୱାର୍ଡମେମ୍ବରମାନେ ଫେରୁଥିବା ବେଳେ...

ଏଣିକି ଅନଲାଇନରେ ଅଧିକାରୀ ଦେବେ ପ୍ରାକୃତିକ ବିପର୍ଯ୍ୟୟର ସୂଚନା

ବରଗଡ଼ ଅଫିସ,୨୪।୯: ବରଗଡ଼ ସହରର ଏକ ହୋଟେଲ ସମ୍ମିଳନୀ କକ୍ଷରେ ମଙ୍ଗଳବାର ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଉପରେ ଏକ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ହୋଇଯାଇଛି। ଜିଲାପାଳ...

ଓଡ଼ିଆ ଆଇଏଏସ୍‌ ଅଫିସର ପି.କେ. ମିଶ୍ର ହେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ବୁଧବାର ଦାୟିତ୍ୱ ନେଇଛନ୍ତି ଓଡ଼ିଆ ଆଇଏଏସ୍‌ ଅଫିସର ପ୍ରମୋଦ କୁମାର ମିଶ୍ର। ନୃପେନ୍ଦ୍ର ମିଶ୍ରଙ୍କ ଅବସର ପରେ ...

ଆଦ୍ୟାଶାଙ୍କୁ ମିଳିଲା ଇଣ୍ଡିଆ ବୁକ୍‌ ସାର୍ଟିଫିକେଟ

ପାରାଦୀପ,୨୬ା୧୦(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ପିପିଏଲ ଟାଉନଶିପରେ ରହୁଥିବା ଗଗନ ବିହାରୀ ସାହୁଙ୍କ ୩ ବର୍ଷୀୟା ଝିଅ ଆଦ୍ୟାଶାଙ୍କୁ ମିଳିଛି ଇଣ୍ଡିଆ ବୁକ୍‌ ରେକର୍ଡ ସାର୍ଟିଫିକେଟ।...

ବାପାଙ୍କ ଏଟିଏମ୍‌ କାର୍ଡ ଆଣିବାକୁ ଯାଇ ଫେରିଲେନି ୩ ଭାଇ: ସୁଡଙ୍ଗରେ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ

ଆର୍‌.ଉଦୟଗିରି,୨୩।୫: ଗଜପତି ଜିଲା ଅନ୍ତର୍ଗତ ଅଡବା ଥାନାର ବିରିକୋଟ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ଭିତରେ ଥିବା ସୁଡଙ୍ଗ ଭିତରକୁ ଯାଇ...

Advertisement
Archives

Model This Week