୩ ବର୍ଷରେ ଏହି କିରାଣିଙ୍କ ବଦଳି ବାଧ୍ୟତାମୂଳକ! ଜାଣନ୍ତୁ ଜାରି ହେଲା କେଉଁ ନିର୍ଦ୍ଦେଶ…

ଭୁବନେଶ୍ୱର,୨୭ା୯(ସୁଚିସ୍ମିତା ସାହୁ): ଶିକ୍ଷା ବିଭାଗରେ କାର୍ଯ୍ୟରତ କିରାଣି(ମିନିଷ୍ଟେରିଆଲ ଷ୍ଟାଫ୍‌)ଙ୍କର ୩ ବର୍ଷରେ ବଦଳି ବାଧ୍ୟତାମୂଳକ କରାଯାଇଛି। ଯେଉଁ କିରାଣିମାନେ ଗୋଟିଏ ସ୍ଥାନରେ ୩ବର୍ଷ କିମ୍ବା ତା’ଠାରୁ ଅଧିକ ଦିନ ରହିଛନ୍ତି, ସେମାନଙ୍କୁ ତୁରନ୍ତ ବଦଳି କରାଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସବୁ ଜିଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଗତ ଅଗଷ୍ଟ ୨୦ରେ ସାଧାରଣ ପ୍ରଶାସନ ବିଭାଗର ନିୟମ ଅନୁଯାୟୀ ଗୋଟିଏ ସ୍ଥାନରେ ୩ ବର୍ଷ ପୂରଣ କରିଥିବା କିରାଣିଙ୍କ ମଧ୍ୟରୁ ୫୦ପ୍ରତିଶତ ବଦଳି କରିବାକୁ ନିଦ୍ଦେର୍ଶ ଦିଆଯାଇଛି। ଅବଶିଷ୍ଟ ୫୦ ପ୍ରତିଶତ କିରାଣିଙ୍କୁ ଆସନ୍ତା ବର୍ଷ ବଦଳି କରାଯିବ। ଯେଉଁମାନେ ଅଧିକ ବର୍ଷ ଧରି ରହିଛନ୍ତି, ସେମାନଙ୍କୁ ପ୍ରଥମେ ବଦଳି ଦିଗରେ ଗୁରୁତ୍ୱ ଦେବାକୁ କୁହାଯାଇଛି। ତେବେ ଏହି ନିୟମ ଶିକ୍ଷକଙ୍କ ପାଇଁ ଲାଗୁ କରାଯିବ ନାହିଁ। ପ୍ରତିବର୍ଷ ଏପ୍ରିଲ ୩୦ରୁ ୧୫ ଜୁନ ମଧ୍ୟରେ ସାଧାରଣ ବଦଳି କାର୍ଯ୍ୟକ୍ରମ ସମ୍ପନ୍ନ କରାଯିବ। ଏହି ସମୟ ସୀମା ପରେ ଯଦି କାହାକୁ ବଦଳି କରାଯାଏ, ତେବେ ଏଥିପାଇଁ ଅଧିକାରୀଙ୍କ ଅନୁମୋଦନର ଆବଶ୍ୟକତା ରହିଛି। ଏହି ସମସ୍ତ କାର୍ଯ୍ୟକୁ ଠିକ୍‌ ଭାବେ ପାଳନ କରିବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଜିଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri