ଇଂରାଜୀ ଶିକ୍ଷକଙ୍କୁ ବଦଳି: ପ୍ରତିବାଦରେ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ

ଖଇରା,୨୩ା୨(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ସାରୁଗାଁ ପଞ୍ଚାୟତ ଅଧୀନ ମିଟୁଆଣି ୟୁପି ସ୍କୁଲର ଇଂରାଜୀ ଶିକ୍ଷକଙ୍କୁ ଶ୍ରୀରାମପୁର ହାଇସ୍କୁଲକୁ ବଦଳି କରାଯିବା ପରେ ଅଭିଭାବକ ଛାତ୍ରୀଛାତ୍ର ତୀବ୍ର ବିରୋଧ କରିଛନ୍ତି। ପ୍ରତିବାଦରେ କମିଟି ସଭାପତି ନମିତା ବେହେରା ଓ ଉପସଭାପତି ରଙ୍ଗାଧର ସାହୁଙ୍କ ନେତୃତ୍ୱରେ ଅଭିଭାବକ ଛାତ୍ରୀଛାତ୍ର ବିଦ୍ୟାଳୟ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଛନ୍ତି। ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଧର ବେହେରା,ଗୌରାଙ୍ଗ ପାଢ଼ୀ,ହେମନ୍ତ ମିଶ୍ର,ସିଆରସିସି ଲକ୍ଷ୍ମଣ ସେନ୍‌ ପ୍ରମୁଖ ଧାରଣାକାରୀଙ୍କ ସହ ଆଲୋଚନା କରିଥିଲେ ହେଁ କୌଣସି ସମାଧାନ ବାହାରି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପିଡବୋଟ, ମାସ୍କ ଏବଂ ରାଇଫଲ… ହର୍ମୁଜରେ ଭୟଙ୍କର ଦୃଶ୍ୟ: ଦେଖନ୍ତୁ ଭାରତ ଅଭିମୁଖେ ଯାଉଥିବା ଜାହାଜକୁ ଅଟକାଇବାର ଛାତିଥରା ଭିଡିଓ

ତେହରାନ,୨୩।୪: ଇରାନର ରିଭୋଲ୍ୟୁସନାରୀ ଗାର୍ଡ ଏକ ଭିଡିଓ ଜାରି କରିଛି, ଯାହା ହର୍ମୁଜ ପ୍ରଣାଳୀରେ ଭାରତ ଅଭିମୁଖେ ଯାଉଥିବା ଜାହାଜଗୁଡ଼ିକୁ ଅଟକାଇବାର ଦୃଶ୍ୟ ପ୍ରଦାନ କରୁଛି। ଫୁଟେଜରେ,…

କେନ୍ଦୁଝର ଜିଲାପାଳଙ୍କୁ ହାଇକୋର୍ଟଙ୍କ ନୋଟିସ: ଚାକିରିରୁ ବେନିୟମ ବିଦା ଅଭିଯୋଗ, ଆବେଦନ କଲେ ପୁନଃ ବିଚାର ପାଇଁ ନିର୍ଦ୍ଦେଶ

କେନ୍ଦୁଝର/ହାଟଡିହୀ/ଆନନ୍ଦପୁର,୨୩।୪(ନରେଶ ଚନ୍ଦ୍ର ପଟ୍ଟନାୟକ, ଶୁଭକାନ୍ତ ନାୟକ, ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଖଣିଜ ପ୍ରତିଷ୍ଠାନ (DMF) କାର୍ଯ୍ୟାଳୟର ଜଣେ କର୍ମଚାରୀଙ୍କୁ ଚାକିରିରୁ ବିଦା କରିବା ଘଟଣାରେ…

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ 2026: ସନ୍ଧ୍ୟା ୫ଟା ସୁଦ୍ଧା ୯୦% ମତଦାନ

କୋଲକାତା,୨୩।୪: 2026 ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୁଣି ଥରେ ଦେଶର ଦୃଷ୍ଟି ଆକର୍ଷଣ କରିଛି। ନିର୍ବାଚନ ବେଳେ ବିଭିନ୍ନ ସ୍ଥାନରେ ହିଂସା, ବୋମାମାଡ଼, ସଂଘର୍ଷ ଖବର ଆସିଥିବା…

ଗଞ୍ଜାମରେ ବଢ଼ିଲା ସ୍କୁଲ ଛୁଟି: ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଜିଲା ପ୍ରଶାସନର ବଡ଼ ନିଷ୍ପତ୍ତି

ଛତ୍ରପୁର,୨୩।୪(ଦିଲ୍ଲୀପ ସାମଲ): ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ଅବଧିକୁ ପୁଣି…

ଅସହ୍ୟ ତାତି : ପଥଚାରୀଙ୍କୁ ସରବତ୍ ବାଣ୍ଟିଲେ ବରଗଡ଼ ଏସପି

ବରଗଡ଼,୨୩।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଅସହ୍ୟ ତାତି ଅନୁଭୂତ ହେଉଛି। ଏହା ଜନ ଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ପଥଚାରୀମାନଙ୍କ ଦୁର୍ଦ୍ଦଶା ବଢି ଚାଲିଛି। ରାସ୍ତାପାର୍ଶ୍ବରେ ଆଶ୍ରୟ…

ଚଳନ୍ତା ଗାଡ଼ିରେ ଫେଲ୍ ହେଲା ଷ୍ଟିଅରିଙ୍ଗ, ଗାର୍ଡୱାଲରେ ଝୁଲିଲା ହାଇୱା

ବାଲିଗୁଡା,୨୩।୪(ସଞ୍ଜୟ କୁମାର ପାଣିଗ୍ରାହୀ) : ଭାରସାମ୍ୟ ହରାଇ ଗାର୍ଡୱାଲରେ ଝୁଲିଲା ଚିପ୍ସ ବୋଝେଇ ହାଇୱା । ଗୁରୁବାର ଅପରାହ୍ନରେ ବାଲିଗୁଡା ଥାନା ୪୧ ନଂ. ରାଜ୍ୟ ରାଜପଥର…

ମମତା ଦିଦିଙ୍କ ଖେଳ ଶେଷ ହୋଇଛି: ଯୋଗୀ

ଚକଦହା,୨୩।୪: ପଶ୍ଚିମବଙ୍ଗ ବିଧାନସଭାର ୧୫୨ ଆସନ ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଲିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ପଶ୍ଚିମବଙ୍ଗର ଚକଦହାରେ ଆୟୋଜିତ ଏକ ସାଧାରଣ…

୨୦୨୬ ଶେଷ ସୁଦ୍ଧା ଟ୍ରମ୍ପଙ୍କୁ ମିଳିବ ଦୁଇଟି ଖରାପ ଖବର? ମେଲାନିଆଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଜ୍ୟୋତିଷ

ଓ୍ବାଶିଂଟନ,୨୩।୪: ୨୦୨୬ ମସିହାର ଆରମ୍ଭ ଯେପରି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ବିସ୍ଫୋରକ ଥିଲା, ସେହିପରି ବର୍ଷର ଶେଷ ମଧ୍ୟ ସମାନ ଭାବରେ ଭୟଙ୍କର ହୋଇପାରେ। ଇରାନ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri