Posted inଫୁରସତ

ଦିବ୍ୟାଙ୍ଗଙ୍କ ଲାଗି ଟ୍ରାନ୍ସଫର ଟୁଲ୍ସ

ଚଣ୍ଡିଗଡ଼: ନିଜର ସବୁ କାମ କରିବା ପାଇଁ ଦିବ୍ୟାଙ୍ଗମାନଙ୍କୁ ଏଣିକି ଅନ୍ୟମାନଙ୍କ ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ। ଦିବ୍ୟାଙ୍ଗଙ୍କ କାମକୁ ସହଜ କରିବା ପାଇଁ ଏବେ ଏକ ସ୍ବତନ୍ତ୍ର ଧରଣର ଡିଭାଇସ୍‌ ବାହାର କରିଛନ୍ତି ହରିୟାଣା ରୋହତକର ଜନତା କଲୋନୀର ଆଇଆଇଟି ଛାତ୍ର ଅମନ ସିଙ୍ଘଲ। ଏହି ଡିଭାଇସର ନାଁ ରହିଛି ‘ଟ୍ରାନ୍ସଫର ଟୁଲ୍ସ’। ୨୦ ବର୍ଷୀୟ ଅମନ ଜଣେ ଛାତ୍ରଙ୍କ ସହିତ ମିଶି ଏହି ଡିଭାଇସ୍‌ଟି ତିଆରି କରିଛନ୍ତି।
କର୍ନାଟକର ଧାରବାଡ଼ରେ ଅମନ ଆଇଆଇଟିରେ କମ୍ପ୍ୟୁଟର ସାଇନ୍ସରେ ବିଟେକ୍‌ କରୁଛନ୍ତି। ଅନେକ ଦିନ ଧରି ସେ ଦିବ୍ୟାଙ୍ଗମାନଙ୍କ ପାଇଁ ଏଭଳି ଏକ ଯନ୍ତ୍ର ତିଆରି କରିବାକୁ ଇଚ୍ଛା ରଖିଥିଲେ ଏବଂ ଏଥିପାଇଁ ଉଦ୍ୟମ ବି କରୁଥିଲେ। ଶେଷରେ ସେ ଏହି ଡିଭାଇସ୍‌ ତିଆରି କରିପାରିଥିବାରୁ ବେଶ୍‌ ଖୁସି ହୋଇଛନ୍ତି। ଅମନଙ୍କର ‘ଟ୍ରାନ୍ସଫର ଟୁଲ୍ସ’ ତିଆରି ନିମନ୍ତେ ମାତ୍ର ୩ରୁ ୪ ହଜାର ଟଙ୍କା ଖର୍ଚ୍ଚ ହୋଇଥାଏ। ଏହାକୁ ହ୍ବିଲ୍‌ ଚେୟାର ସହିତ ସଂଯୁକ୍ତ କରାଯାଇଛି। ଗତବର୍ଷ ସେ ‘ଟ୍ରାନ୍ସଫର ଟୁଲ୍ସ’ ତିଆରି କରିବା ପାଇଁ ପ୍ରଥମେ ଏହାର ପ୍ରୋଟୋଟାଇପ୍‌ ଏକ କାର୍ଯ୍ୟକ୍ରମରେ ଦେଖାଇଥିଲେ, ଯାହାକୁ ବିଶେଷଜ୍ଞମାନେ ବେଶ୍‌ ପସନ୍ଦ କରିଥିଲେ। ଏହାପରେ ସେ ଧାରବାଡ଼ ଆଇଆଇଟିରେ ମଧ୍ୟ ଏହାର ଟେମ୍ପୋରାରି ପ୍ୟାଟେଣ୍ଟ କରାଇଥିଲେ। ଶେଷରେ ସେ ଏହାକୁ ପୂର୍ଣ୍ଣାଙ୍ଗ ରୂପ ଦେଇଛନ୍ତି। ଏହା ପୂରା ୩୬୦ ଡିଗ୍ରିରେ ବୁଲିପାରିବ ଏବଂ ଟୁଲ୍ସର ସିଟ୍‌କୁ ମଧ୍ୟ ହାଇଟ୍‌ କରିହେବ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri