ଆଇଏଏସ୍‌, ଓଏଏସ୍‌ ଅଫିସର ସ୍ତରରେ ବଦଳି

ଭୁବନେଶ୍ୱର,୪। ୮(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ଏବଂ ବରିଷ୍ଠ ଓଏଏସ୍‌ ସ୍ତରରେ ଅଦଳ ବଦଳ କରିଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ବରିଷ୍ଠ ଓଏଏସ୍‌ ଅଫିସର ତଥା ଖୋର୍ଦ୍ଧା ଜିଲାପାଳ ସୀତାଂଶୁ କୁମାର ରାଉତଙ୍କୁ ବ୍ରହ୍ମପୁର କନସୋଲିଡେଶନ ଓ ସେଟଲମେଣ୍ଟ ଅତିରିକ୍ତ କମିଶନର ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଅତିରିକ୍ତ ସଚିବ ସନତ କୁମାର ମହାନ୍ତିଙ୍କୁ ଖୋର୍ଦ୍ଧା ଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ୨୦୧୮ ବ୍ୟାଚ ଆଇଏଏସ୍‌ କୀର୍ତ୍ତୀ ଭାସନ ଭି.ଙ୍କୁ ଦ୍ୱିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଶେଷ କରିବା ପରେ ଗଞ୍ଜାମ କୋଭିଡ୍‌ ପରିଚାଳନା ଓଏସଡି ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ଶୁଭଙ୍କର ମହାପାତ୍ରଙ୍କୁ କାଲିଗୁଡା ଉପଜିଲାପାଳ, ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କୁ ସମ୍ବଲପୁର ଉପ ଜିଲାପାଳ ଏବଂ ଜେ. ସୋନାଲଙ୍କୁ ଗଜପତି ଜିଲା କୋଭିଡ୍‌ ପରିଚାଳାନା ଓଏସ୍‌ଡି ଭାବେ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri