Posted inଫୁରସତ

କିନ୍ନର ନା ପରି! ଟ୍ରେନ୍‌ରେ ଟଙ୍କା ମାଗୁଥିବା କିନ୍ନରଙ୍କ ସୌନ୍ଦର୍ଯ୍ୟ ସାଙ୍ଗକୁ ହସ ଦେଖି… 

ସୋସିଆଲ ମିଡିଆରେ କେବେ, କେଉଁଠାରେ କିଏ ଭାଇରାଲ ହୋଇଯିବ, ତାହା କହିବା ମୁସ୍କିଲ। ପ୍ରୟାଗରାଜର ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସାଙ୍କୁ ନିଶ୍ଚୟ ଆପଣ ମନେ ରଖିଥିବେ। ଏହି କ୍ରମରେ ଆଉ ଜଣେ ଇଣ୍ଟରନେଟରେ ବେଶ ଭାଇରାଲ ହେଉଛନ୍ତି। ସେ ହେଲେ ଜଣେ ଟ୍ରାନ୍ସଜେଣ୍ଡର। ଏହି ଟ୍ରାନ୍ସଜେଣ୍ଡର ଟ୍ରେନରେ ଟଙ୍କା ମାଗିବା ସମୟରେ ଭାଇରାଲ ହୋଇଛନ୍ତି। ତାଙ୍କର ଏକ ଭିଡିଓ ଇଣ୍ଟରନେଟରେ ହଇଚଇ ସୃଷ୍ଟି କରିଛି। ଭିଡିଓରେ ଏହି ଟ୍ରାନ୍ସଜେଣ୍ଡର ପର୍ପଲ ଶାଢ଼ୀ ପିନ୍ଧିଥିବା ନଜର ଆସୁଛନ୍ତି।
ଭିଡିଓରେ ଦେଖାଯାଉଛି ଯେ ପର୍ପଲ ଶାଢ଼ୀ ପିନ୍ଧିଥିବା ଏହି ଟ୍ରାନ୍ସଜେଣ୍ଡର ଚଳନ୍ତା ଟ୍ରେନରେ ଯାତ୍ରୀମାନଙ୍କଠାରୁ ଟଙ୍କା ମାଗୁଛନ୍ତି। ଏହି ସମୟରେ ନେଟିଜେନ୍ସଙ୍କ ଦୃଷ୍ଟି ତାଙ୍କର ସୌନ୍ଦର୍ଯ୍ୟ ଉପରେ ଅଟକି ଯାଇଛି। ଏହି ଟ୍ରାନ୍ସଜେଣ୍ଡର ନିଜର ସୌନ୍ଦର୍ଯ୍ୟ ଓ ମନୋମୁଗ୍ଧକର ହସ ଦ୍ୱାରା ଟ୍ରେନରେ ଥିବା ଯାତ୍ରୀମାନଙ୍କ ମନ ଜିଣି ନେଇଛନ୍ତି। ଭିଡିଓରେ ଦେଖାଯାଉଛି ଯେ ସେ ଯାତ୍ରୀମାନଙ୍କଠାରୁ ଟଙ୍କା ମାଗୁଛନ୍ତି, ଏହି ସମୟରେ ଜଣେ ଯାତ୍ରୀ ତାଙ୍କର ଭିଡିଓ ରେକର୍ଡ କରି ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହାପରେ ଭିଡିଓଟି ଦ୍ରୁତ ଗତିରେ ଭାଇରାଲ ହୋଇଛି।

ଏହି ଟ୍ରାନ୍ସଜେଣ୍ଡରଙ୍କ ସୌନ୍ଦର୍ଯ୍ୟ ଦେଖି ଅନେକ ସୋସିଆଲ ମିଡିଆ ବ୍ୟବହାରକାରୀ ତାଙ୍କୁ ‘ସ୍ବର୍ଗର ଅପସରା’ ଓ ‘ଟ୍ରେନର ରାଣୀ’ ବୋଲି ସମ୍ବୋଧନ କରିଛନ୍ତି। ସାଧାରଣତଃ ଟ୍ରେନରେ ଲୋକେ କିନ୍ନରମାନଙ୍କଠାରୁ ଦୂରେଇ ରହିବାକୁ ଚେଷ୍ଟା କରନ୍ତି, କିନ୍ତୁ ଏହି ଟ୍ରାନ୍ସଜେଣ୍ଡରଙ୍କର ହସ ଲୋକମାନଙ୍କୁ ଆକର୍ଷିତ କରିଛି। ତାଙ୍କର ସରଳତା ସମସ୍ତଙ୍କ ମନ ଜିଣି ନେଇଛି। ଭିଡିଓରେ ଦେଖାଯାଉଛି ଯେ ଜଣେ ଯୁବକ ଟଙ୍କା ଦେବା ପରେ ତାଙ୍କୁ କ୍ୟାମେରା ଆଡ଼କୁ ଦେଖିବାକୁ ଅନୁରୋଧ କରୁଛନ୍ତି। ଏହାପରେ ଟ୍ରାନ୍ସଜେଣ୍ଡର ହସି ହସି କ୍ୟାମେରା ଆଡ଼କୁ ଦେଖୁଛନ୍ତି ଓ ନେଟିଜେନ୍ସଙ୍କ ମନ ଜିଣୁଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri