ବରଗଡ଼ରେ ବିଗୁଡୁଛି ଆଇନଶୃଙ୍ଖଳା: ପୋଲିସକୁ କିନ୍ନରଙ୍କ ଆକ୍ରମଣ, ଟ୍ରାଫିକ୍‌ ଅଧିକାରୀ ଲହୁଲୁହାଣ

ବରଗଡ଼,୨୫ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିବାରେ ଲାଗିଛି। ଚୋରି, ଲୁଟ୍‌ପାଟ, ନିଶା କାରବାର ବଢ଼ି ଚାଲି ଥିବା ଯୋଗୁ ଲୋକେ ନିଜକୁ ସୁରକ୍ଷିତ ମଣୁ ନାହାନ୍ତି। ଅନ୍ୟପକ୍ଷରେ ପୋଲିସ ମଧ୍ୟ ଏଠାରେ ଅସୁରକ୍ଷିତ ହୋଇପଡ଼ିଛି। ରବିବାର ବରଗଡ଼ ସହରର କେନ୍ଦ୍ରସ୍ଥଳୀ ଗାନ୍ଧିଛକରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତା ଉପରେ ପୋଲିସ ଉପରକୁ କିନ୍ନରମାନେ ଆକ୍ରମଣ କରିଛନ୍ତି। ଏଥିରେ ଜଣେ ଟ୍ରାଫିକ୍‌ ଇନ୍ସପେକ୍ଟର ମଙ୍ଗଳ କିସ୍କୁ ଲହୁଲୁହାଣ ହୋଇପଡ଼ିଛନ୍ତି। ବରଗଡ଼ ଡାକ୍ତରଖାନାରେ ସେ ଚିକିତ୍ସିତ ହୋଇଛନ୍ତି। ସ୍ଥାନୀୟ ଟାଉନ ଥାନା ପୋଲିସ ୨ କିନ୍ନରଙ୍କୁ ଅଟକ ରଖି ତଦନ୍ତ ଚଲାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୧୦(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?