ଗୋବିନ୍ଦପୁର ବଡ଼ପୋଖରୀରେ ଗାଧୋଇବାକୁ ବାରଣ କଲେ ତହସିଲଦାର: ପୂରା ଗ୍ରାମ ବୁଲି କଲେ ଅନୁରୋଧ

ଶେରଗଡ଼,୨।୭(ଡି.ଏନ୍‌.ଏ.):ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ପ୍ରଶାସନ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଉଛି। ପ୍ରତିଦିନ ତହସିଲ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ଶେରଗଡ଼ ପରିବା ବଜାରକୁ ନିର୍ଜନ ସ୍ଥାନକୁ ଘୁଞ୍ଚାଇ ଦିଆଯାଇଥିବା ବେଳେ ଗରୁବାର ଭୋରରୁ ତହସିଲଦାର ଡ଼. ଦୟାସିନ୍ଧୁ ପରିଡ଼ା ଗୋବିନ୍ଦପୁର ଗ୍ରାମର ବଡ଼ପୋଖରୀଠାରେ ପହଞ୍ଚିଥିଲେ। ପରେ ଡାକବାଜି ଯନ୍ତ୍ର ଦ୍ୱାରା ପୋଖରୀରେ ଗାଧୋଇବା ପାଇଁ ବାରଣ କରିଛନ୍ତି। ଘରେ ଗାଧୋଇବାକୁ ପରାମର୍ଶ ଦେବା ସହ ପୁରା ଗ୍ରାମ ବୁଲି ପୋଖରୀରେ ନ ଗାଧୋଇବାକୁ ଅନୁରୋଧ କରିଛନ୍ତି। ଏହି ସମୟରେ ବ୍ଲକ ଉପାଧ୍ୟକ୍ଷ ବିଶ୍ୱନାଥ ସ୍ବାଇଁ, ସୁପରଭାଇଜର ମନୋଜ କୁମାର ନାହାକ ଓ ସରପଞ୍ଚ ସୀମାଞ୍ଚଳ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଦାନ୍ତକୁ କଞ୍ଚାମାଲ ଯୋଗାଇବା ଦାବି କଲେ ଅଞ୍ଚଳବାସୀ

ଲାଞ୍ଜିଗଡ଼,୩୦।୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବେଦାନ୍ତକୁ ଖଣି ଓ କଞ୍ଚାମାଲ ଯୋଗାଇବା ଦାବିରେ ଲାଞ୍ଜିଗଡ଼ ଅଞ୍ଚଳବାସୀ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଏକ ଦାବିପତ୍ର ପ୍ରଦାନ...

ଡାକ୍ତରଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଅନୁଗୋଳ ଅଫିସ,୨ା୧୨: ଅନୁଗୋଳ ଜିଲା ତାଳଚେର ଥାନା ଅଞ୍ଚଳରେ ନାବାଳିକା ବଳାତ୍କାର ଘଟଣାରେ ଜେଲ୍‌ରେ ଥିବା ଡାକ୍ତର ପ୍ୟାରୀମୋହନ ପ୍ରଧାନ(୭୨)ଙ୍କର ମୃତ୍ୟୁ ହୋଇଛି। ଅନୁଗୋଳ ଜିଲା...

ପୋଲିସ ଇନ୍‌ଫର୍ମର ସନ୍ଦେହରେ ପୁଣି ହତ୍ୟା: ୧୨ ଘଣ୍ଟା ମଧ୍ୟରେ ମାଓବାଦୀଙ୍କ ଦ୍ୱିତୀୟ ନରସଂହାର

ଲାଞ୍ଜିଗଡ,୨୨।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ପାହାଡ଼ପଦରରେ ରବିବାର ଦ୍ୱିପ୍ରହରରେ ଜନଗହଳିପୂର୍ଣ୍ଣ ବଜାରରେ ଠିକାଦାର ରାଜେନ୍ଦ୍ର ସାହୁଙ୍କୁ ଗୁଳିକରି ମାଓବାଦୀମାନେ ହତ୍ୟା...

୩ଦିନ ହେଲା ମଧ୍ୟାହ୍ନଭୋଜନ ବନ୍ଦ: ତାଲା ଭାଙ୍ଗି ସ୍କୁଲ କମିଟିକୁ ଦାୟିତ୍ୱ ଦେଲା ପ୍ରଶାସନ

ରଣପୁର,୭ା୩(ସ୍ବ.ପ୍ର.): ରଣପୁର ବ୍ଳକ ଚାନ୍ଦପୁରସ୍ଥିତ ରଘୁ ଦିବାକର ନୋଡାଲ ଉଚ୍ଚ ବିଦ୍ୟାଳୟରେ ୩ଦିନ ଧରି ମଧ୍ୟାହ୍ନଭୋଜନ ବନ୍ଦ ରହିଥିଲା। ଗଜଲକ୍ଷ୍ମୀ ସ୍ବୟଂ ସହାୟିକା ଗୋଷ୍ଠୀର ଜଣେ...

‘ଅଭ୍ୟାସ’ର ସଫଳ ପରୀକ୍ଷଣ

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଚାନ୍ଦିପୁର ଆଇଟିଆରରୁ ‘ଅଭ୍ୟାସ’ର ସଫଳ ପରୀକ୍ଷଣ ହୋଇଛି। ଏ ନେଇ ଡିଆରଡିଓକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ...

ମମିତା ମେହର ହତ୍ୟା ମାମଲା: ଜେଲ୍‌ରୁ ବାହାରିଲେ ଗୋବିନ୍ଦ

ବଲାଙ୍ଗୀର ଅଫିସ,୯ା୭: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଶନିବାର କଣ୍ଟାବାଞ୍ଜି ଜେଲରୁ ବାହାରିଛନ୍ତି। ତାଙ୍କୁ ଏହି ମାମଲାରେ...

‘ନିର୍ଭୟା ଭଳି କୁନ୍ଦୁଲି ପୀଡ଼ିତାଙ୍କ ଅଭିଯୁକ୍ତଙ୍କୁ ଦଣ୍ଡ ମିଳୁ’

ଜୟପୁର,୨୧ା୩(ନି.ପ୍ର.) ନିର୍ଭୟା ମାମଲାରେ ଫାଶୀ ଦିଆଯିବା ପରେ ଏହାର ବିଚାର କରିଥିବା ବିଚାରପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି କୁନ୍ଦୁଲି ପୀଡ଼ିତାଙ୍କ ସମ୍ପର୍କୀୟ। ପୀଡ଼ିତାଙ୍କ ଖୁଡ଼ୀ କହିଛନ୍ତି, ନିର୍ଭୟାଙ୍କ...

ପୋଲିସ ପିଟିଲା, ଭୁଲ୍‌ ମଗାଇଲା

ପୁରୀ ଅଫିସ,୧।୫: ପୁରୀ ମୋଚିସାହି କୋଭିଡ୍‌ ଟେଷ୍ଟିଂ ସେଣ୍ଟରରେ ହେଉଥିବା ଅନିୟମିତତାକୁ ବିରୋଧ କରିବାରୁ ଶୁକ୍ରବାର ଜଣେ ବଙ୍ଗୀୟ ଯୁବକଙ୍କୁ ପୋଲିସ ଆକ୍ରୋଶର ଶିକାର ହେବାକୁ...

Advertisement
Archives

Model This Week