ନାବାଳିକାଙ୍କୁ ବଳାତ୍କାର, ଗର୍ଭପାତ ଘଟଣା: ଡାକ୍ତର ଗିରଫ

ସୁନ୍ଦରଗଡ଼,୭।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ନାବାଳିକାଙ୍କୁ ବଳାତ୍କାର, ଗର୍ଭପାତ ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ବୀରମିତ୍ରପୁର ସାସ୍ଥ୍ୟ କେନ୍ଦ୍ରର ଡାକ୍ତର ଦେବାଶିଷ ଘୋଷଙ୍କୁ ଗିରଫ କରିଛି। ବେଆଇନ ଭାବେ ଗର୍ଭପାତ କରାଇଥିବା ଅଭିଯୋଗରେ ତାଙ୍କୁ ପଚରାଉଚରା ପରେ କ୍ରାଇମବ୍ରାଞ୍ଚ ଗିରଫ କରି ପୋକ୍ସୋ କୋର୍ଟରେ ହାଜର କରିଛି।
ଏହି ଘଟଣାରେ ଥାନା ଆଇଆଇସି ଆନନ୍ଦ ଚନ୍ଦ୍ର ମାଝିଙ୍କୁ ସୋମବାର ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି। ହାଜତରେ ସେ ଜୁଲାଇ ୧୮ ତାରିଖ ପର୍ଯ୍ୟନ୍ତ ରହିବେ। ତେବେ ଏହି ଘଟଣାରେ ଅନ୍ୟ ୪ ଅଭିଯୁକ୍ତ ଫେରାର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri