୩୭୮ ଓଏଏସ୍‌ଙ୍କୁ ମିଳିଲା ଆଶ୍ୱସ୍ତି

କଟକ ଅଫିସ,୨୬।୧୦: ରାଜ୍ୟର ୩୭୮ ଜଣ ଓଏଏସ୍‌ ଆଶ୍ୱସ୍ତି ପାଇଛନ୍ତି । ସେମାନଙ୍କ ନିଯୁକ୍ତିକୁ ହାଇକୋର୍ଟ ବୈଧ ଘୋଷଣା କରିଛନ୍ତି। ୨୦୦୬ ମସିହାରେ ଏହି ୩୭୮ ଜଣ ଓଏଏସ ଭାବେ ନିଯୁକ୍ତି ପାଇଥିଲେ। ତେବେ ସେମାନଙ୍କ ନିଯୁକ୍ତିକୁ ଚୂଡ଼ାନ୍ତ ପରୀକ୍ଷାରେ କୃତକାର୍ଯ୍ୟ ହୋଇପାରି ନ ଥିବା କିଛି ପ୍ରାର୍ଥୀ ଚ୍ୟାଲେଞ୍ଜ କରିଥିଲେ। ଏହି ପ୍ରାର୍ଥୀମାନଙ୍କ ଆବେଦନ ଉପରେ ବିଚାର କରି ସ୍ୟାଟ ସମସ୍ତ ୩୭୮ ଜଣ ଯାକ ଓଏଏସ୍‌ ଅଧିକାରୀଙ୍କ ନିଯୁକ୍ତିକୁ ରଦ୍ଦ କରି ଦେଇଥିଲେ। ସ୍ୟାଟଙ୍କ ଏହି ରାୟକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା।

ହାଇକୋର୍ଟ ପ୍ରଥମେ ସ୍ୟାଟଙ୍କ ନିର୍ଦ୍ଦେଶ ଉପରେ ରହିତାଦେଶ ଲଗାଇଥିଲେ। ମଙ୍ଗଳବାର ମାମଲାର ଶୁଣାଣି କରି ଏହି ୩୭୮ ଜଣ ଓଏଏସ୍‌ଙ୍କ ନିଯୁକ୍ତିକୁ ବୈଧ ଘୋଷଣା କରିଛନ୍ତି। ସ୍ୟାଟଙ୍କ ନିର୍ଦ୍ଦେଶକୁ ରଦ୍ଦ କରି କୋର୍ଟ ସେମାନଙ୍କ ନିଯୁକ୍ତିକୁ ବୈଧ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ…

ଉଦଳାରୁ ସମସ୍ତ ରୁଟ୍‌ରେ ବସ ଚଳାଚଳ ବନ୍ଦ

ଉଦଳା,୭।୧୨(ସନ୍ତୋଷ କୁମାର ବାଛିନ): ଉଦଳାରୁ ଆଜିଠାରୁ ସମସ୍ତ ରୁଟ୍‌କୁ ବସ ଚଳାଚଳ ବନ୍ଦ ରହିଛି। ଫଳରେ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତକାଲି ଉଦଳା ବସ…

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ…

ଟ୍ରେନରୁ ଖସି ଯୁବକ ଗୁରୁତର: ଦେବଦୂତ ସାଜି ଉଦ୍ଧାର କଲେ ସ୍ୱାମୀ-ସ୍ତ୍ରୀ

ଛତ୍ରପୁର ୧୨।୭(ଦିଲ୍ଲୀପି ସାମଲ): ଚଳନ୍ତା ଟ୍ରେନରୁ ଗୋଡ଼ ଖସିଯିବା ଫଳରେ ଜଣେ ଯୁବକ ରେଳ ଧାରଣା କଡ଼କୁ ପଡ଼ି ଗୁରୁତର ଆହତ ହୋଇଛନ୍ତି। ଛତ୍ରପୁର ପୋଡାପଦର ରେଳ…

ଛାତରୁ ଖସି ପଡ଼ିଲେ ଯୁବକ

ଛତ୍ରପୁର, ୧୧।୭ (ଦିଲ୍ଲୀପ ସାମଲ): ନିଜ ଘରର ଛାତ ଉପରେ କାମ କରୁଥିବା ବେଳେ ଛାତରୁ ଖସି ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଅଭାବନୀୟ…

କୋର୍ଟ ମ୍ୟାରେଜ୍ ହୋଇସାରିଥିବା କହି ପୀଡ଼ିତାଙ୍କୁ ବିଶ୍ୱାସ କରାଇ ଅଦାଲତରୁ ମାମଲା ପ୍ରତ୍ୟାହାର : ପରେ ପୁଣି ପ୍ରତାରଣା

ଦେବଗଡ଼, ୧୨।୭ (ଶଶାଙ୍କ ଶେଖର ଝାଙ୍କର): ଟଙ୍କା ଠକେଇ ଓ ବଳାତ୍କାର ଭଳି ସଙ୍ଗୀନ ଅଭିଯୋଗରେ ରୁଜୁ ହୋଇଥିବା ମାମଲା ଅଦାଲତରୁ ପ୍ରତ୍ୟାହାର କରାଇବା ପରେ ପୀଡ଼ିତାଙ୍କୁ…

ଆଜି ବରଗଡ଼ ଆସୁଛନ୍ତି ଉପ ମୁଖ୍ୟମନ୍ତ୍ରୀ: ଏପଟେ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ରବିବାର ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ପୂର୍ବାହ୍ନ ପ୍ରାୟ ୧୧ଟାରେ…

ସରିଛି ରବିଧାନ ସଂଗ୍ରହ, ସରିନି ଚାଷୀଙ୍କ ଦୁଃଖ ଏବେ ବି ମଣ୍ଡିରେ ପଡ଼ିଛି ଧାନ ଚାଷୀଙ୍କୁ ମିଳିନି ବିକ୍ରିଧାନର ପ୍ରାପ୍ୟ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଜୋର୍‌ ଧରିଛି। ଅନ୍ୟପଟେ ଏପର୍ଯ୍ୟନ୍ତ ଜିଲା ଚାଷୀଙ୍କ ରବିଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ଗତମାସ ୩୦ତାରିଖରୁ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri