ରାସ୍ତା ମଝିରେ ଜଳିଗଲା ଚଳନ୍ତା କାର

ନିଶ୍ଚିନ୍ତକୋଇଲି,୮।୨(ଡି.ଏନ୍‌.ଏ.): ରାସ୍ତା ମଝିରେ ଚଳନ୍ତା କାର୍‌ରେ ନିଆଁ ଲାଗି ଜଳିଗଲା । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କଟକ ଜିଲା ମାହାଙ୍ଗା ମଧୁପୁର ରାସ୍ତାରେ। ତେବେ ଏଥିରେ କେହି ମୃତାହତ ହୋଇ ନ ଥିବା ବେଳେ ୨ ଶିଶୁଙ୍କ ସମେତ ୫ ଜଣ ଅଳ୍ପକେ ବର୍ତ୍ତି ଯାଇଛନ୍ତି ।
ସୂଚନାଯୋଗ୍ୟ, ଯାଜପୁର ଜିଲା ବଡଚଣା ବ୍ଲକ ପୁରୁଷୋତ୍ତମପୁରର ଦିଲ୍ଲୀପ ବିଶ୍ୱାଳ ପରିବାର ସହ ମାହାଙ୍ଗାରେ ଥିବା ବନ୍ଧୁଘରକୁ ଯାଇଥିଲେ । ସେଠାରୁ ଫେରୁଥିବା ବେଳେ ମଧୁପୁରଠାରେ ହଠାତ୍‌ ତାଙ୍କ କାରରେ ନିଆଁ ଲାଗିଯାଇଥିଲା । ତୁରନ୍ତ ସେ ରାସ୍ତା ଉପରେ ଗାଡ଼ି ରଖି ପରିବାର ଲୋକଙ୍କୁ ଗାଡିରୁ ବାହାର କରିଦେଇଥିଲେ । କାରଟି ସମ୍ପୂର୍ଣ୍ଣ ଜଳିଯାଇଛି। କୁଆଁପାଳ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ସର୍ଟଶର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ପୋଲିସ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri