ଆମ ବସରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର, କହିଲେ ବିଳମ୍ବ ହେଲେବି ବେଗ….

ଭୁବନେଶ୍ୱର,୫ା୧: ଆମ ବସ୍ ଦୁର୍ଘଟଣା ପରେ ଆକ୍ସନ ମୋଡକୁ ଆସିଛି ପରିବହନ ବିଭାଗ । ସାରା ରାଜ୍ୟରେ ମୋ ବସ୍ ଡ୍ରାଇଭରଙ୍କୁ ଯାଞ୍ଚ କରାଯାଉଥିବା ବେଳେ ଆଜି ଆମ ବସ୍‌ରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର ।

ଆଜି ସେ ମୋ ବସରେ ଚଢି ଯାତ୍ରୀମାନଙ୍କ ସହ ଯାତ୍ରା କରି ପ୍ରତ୍ୟକ୍ଷ ଭାବେ ଆଲୋଚନା କଲେ । ଧାର୍ଯ୍ୟ ସମୟରେ ପହଞ୍ଚିବାରେ ବିଳମ୍ବ ହେଲେ ବି ଗାଡ଼ିର ବେଗ ବୃଦ୍ଧି ନକରି କମ୍ ରଖିବା ପାଇଁ ପରାମର୍ଶ ଦେଇଛନ୍ତି । ତେବେ ବସରେ ଯାତ୍ରା କରୁଥିବା ସମୟରେ ବରିଷ୍ଠ ନାଗରିକ କେଉଁ ପ୍ରକାର ସମସ୍ୟାର ସାମ୍ନା କରୁଛନ୍ତି ସେନେଇ ମଧ୍ୟ ପଚାରି ବୁଝିଛନ୍ତି । ଆଗକୁ ଆହୁରି ସୁଧାର ପାଇଁ ପଦକ୍ଷେପ ନିଆଯିବ ବୋଲି କମିଶନର କହିଛନ୍ତି ।

ବାରମ୍ବାର ଆମ୍ ବସ୍ ଦୁର୍ଘଟଣା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚିନ୍ତା ପ୍ରକଟ କରିଥିଲେ । ଆମ ବସେ ଚାଳକଙ୍କ ଦକ୍ଷତା ବୃଦ୍ଧି ଉପରେ ଗୁରୁତ୍ବାରୋପ କରିଥିବା ପରେ ପରିବହନ ବିଭାଗ ଏଦିଗରେ ଆବଶ୍ୟକ ପଦକ୍ଷେପ ନେଇଛି । ନିୟମିତ ଚାଳକଙ୍କ ପ୍ରଶିକ୍ଷଣ ଏବଂ ଗାଡ଼ି ଫିଟନେସ ଯାଞ୍ଚ କରାଯାଉଛି । ଚାଳକଙ୍କୁ ଫୁଙ୍କାଇ ଫିଟନେସ କରିଯାଉଛି । ଏହାରି ଭିତରେ ଆଜି ଆମ ବସ୍ ଯାଇ ସ୍ଥିତି ପରିଖିଛନ୍ତି କମିଶନର ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri