ପରିବହନ ବିଭାଗର କଠୋର ଆଭିମୁଖ୍ୟ: ବୈଧ ବୀମା ନଥିବା ଗାଡ଼ି…

ଭୁବନେଶ୍ୱର, ୧୦।୮: ବୈଧ ବୀମା ନଥିବା ଗାଡ଼ି ବିରୋଧରେ ପରିବହନ ବିଭାଗର କଠୋର ଆଭିମୁଖ୍ୟ। ଟୋଲଗେଟ୍‌ରେ ଇ- ଡିଟେକ୍ସନ ପଦ୍ଧତିରେ କଡ଼ାକଡ଼ି ଯାଞ୍ଚ କରାଯିବ। ବୀମା, ଫିଟନେସ, ପ୍ରଦୂଷଣ ପ୍ରମାଣପତ୍ର ସ୍ବୟଂକ୍ରିୟ ପଦ୍ଧତିରେ ଯାଞ୍ଚ ହେବ। ବୈଧ କାଗଜପତ୍ର ନ ଥିଲେ ସଙ୍ଗେ ସଙ୍ଗେ ଇ-ଚାଲାଣ ଜାରି କରାଯିବ। ଅଭ୍ୟାସଗତ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ହେବ ଆଇନଗତ ପଦକ୍ଷେପ। ପଞ୍ଜୀକରଣ ରଦ୍ଦ ଓ ଗାଡ଼ିଗୁଡ଼ିକୁ ଜବତ କରିବାକୁ ପଦକ୍ଷେପ ନିଆଯିବ।୬୫,୭୩,୬୩୩ଟି ଗାଡ଼ିର ବୀମା ବୈଧ ନ ଥିବା ନେଇ ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର ଚାଲାଣ କରୁଥିଲେ ଗଞ୍ଜେଇ, ବାଟରେ ଧରି ପକାଇଲା ପୋଲିସ, ତା’ପରେ…

ପାରଳାଖେମୁଣ୍ଡି,୧୦।୮ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ୧୧ କିଲୋ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସୋମବାର ସକାଳ ପ୍ରାୟ ୬ଟାରେ ଏସଆଇ ପ୍ରଫୁଲ୍ଲ…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ହତ୍ୟା ଉଦ୍ୟମ ଘଟଣାରେ ଫେରାର ଥିଲେ ଅଭିଯୁକ୍ତ, ୧ ବର୍ଷ ପରେ ଘରକୁ ଫେରିଥିବାବେଳେ ହଠାତ୍‌ ପହଞ୍ଚିଲା ପୋଲିସ, ତା’ପରେ…

ଦିଗପହଣ୍ଡି,୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ପିଣ୍ଟୁ ଜେନା(୨୯)ଙ୍କୁ ସୋମବାର କେ.ନୂଆଗାଁ ପୋଲିସ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

ଜିଲା ଶିକ୍ଷାଅଧିକାରୀଙ୍କୁ କଳାହାଣ୍ଡି ଘରୋଇ ସଂଘର ଦାବିପତ୍ର: ସିଓଆର ଓ ଆରଟିଇ ପ୍ରତିପୂରଣ ପାଇଁ …

ଭବାନୀପାଟଣା,୧୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଘରୋଇ ସ୍କୁଲ ସଂଘ ର ସଭ୍ୟମାନେ ସୋମବାର ଜିଲା ଶିକ୍ଷା ଅଧିକାରୀଙ୍କୁ ଭେଟି ସିଓଆର ଓ ଆରଟିଇ ପ୍ରତିପୂରଣ ଏକ…

ଜେ.କେ. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ

ରିଷିଡା, ୧୦।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ରିଷିଡାସ୍ଥିତ ଜଗନ୍ନାଥ କୌଶଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତଦୁଇ ପ୍ରଥମ ବର୍ଷ (କଳା ଓ ବିଜ୍ଞାନ)…

ରାଜନୀତିରେ ହଲଚଲ: ଯୁବମୋର୍ଚ୍ଚା ସଭାପତି ନିଯୁକ୍ତ କଲା ଭାଜପା, ଏହି ୨ ଜଣଙ୍କୁ ମିଳିଲା ଗୁରୁଦାୟିତ୍ୱ

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ପଞ୍ଚାୟତ ଓ ପୌର ନିର୍ବାଚନ ଯେତିକି ପାଖାଉଛି ରାଜନୈତିକ ଉଷ୍ମତା ସେତିକି ବଢୁଛି ।ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରସ୍ତୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri