ଦିଗପହଣ୍ଡି ଗସ୍ତରେ ଆସିଥିଲେ ପରିବହନ ମନ୍ତ୍ରୀ : ଦୂର୍ଗା ମଣ୍ଡପରେ ପହଞ୍ଚି…

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି , ଇସ୍ପାତ,ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ଦିଗପହଣ୍ଡି ଗସ୍ତରେ ଆସିଥିଲେ। ବମକୋଇ ଗ୍ରାମରେ ଯୁବକ ସଂଘ ପକ୍ଷରୁ ଆୟୋଜିତ ଦୂର୍ଗାପୂଜା ମଣ୍ଡପରେ ପହଞ୍ଚି ମା’ ଜଗତ ଜନନୀ ଦୂର୍ଗାଙ୍କ ପୂଜାର୍ଚ୍ଚନା କରି ଗ୍ରାମବାସୀଙ୍କ ମଙ୍ଗଳ କାମନା କରିଥିଲେ । ପରେ ସେ କଇଠଖଣ୍ଡି ପଞ୍ଚାୟତ ଦାମୋଦରପୁର ଗ୍ରାମ ନିକଟସ୍ଥ ହନୁମାନ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିବା ସହ ମନ୍ଦିରର ଉନ୍ନୟନ ନିମନ୍ତେ ମନ୍ଦିର ପରିଚାଳନା କମିଟି ଏବଂ ଉପସ୍ଥିତ ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ । ମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ଭାଜପା ଯୁବମୋର୍ଚ୍ଚା ଗଞ୍ଜାମ ଜିଲା ଉପସଭାପତି ବାପି ପ୍ରଧାନ ଙ୍କ ସମେତ କର୍ମକର୍ତ୍ତା ବବୁଲ ପ୍ରଧାନ, କୃଷ୍ଣଚନ୍ଦ୍ର ପ୍ରଧାନ, ଦୁର୍ଯୋଧନ ପାତ୍ର, ସୁଶାନ୍ତ ପ୍ରଧାନ, ଜୟରାମ ପାତ୍ର ଏବଂ ଦଳୀୟ କର୍ମୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ

ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri