ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

ଲୋକଙ୍କ ଅସୁବିଧାକୁ ଦେଖି ଏପରି ନିଷ୍ପତ୍ତି ନିଆଯାଇଥିବା ମନ୍ତ୍ରୀ କହିଛନ୍ତି। ଅନିୟମିତତାକୁ ଦେଖି ୪୨ଟି ଟେଷ୍ଟିଂ ସେଣ୍ଟରର ଲାଇସେନ୍ସ ରଦ୍ଦ ହୋଇଛି। ଅଧିକରୁ ଅଧିକ ଟେଷ୍ଟିଂ ସେଣ୍ଟର ଖୋଲିବାକୁ ଆହ୍ବାନ କରୁଛୁ। ଯେଉଁମାନେ ଟେଷ୍ଟିଂ ସେଣ୍ଟର ପାଇଁ ଆବେଦନ କରିବେ ଅଗ୍ରାଧିକାର ଦେବୁ। ଗ୍ରୀନ୍‌ ଷ୍ଟିକର ବାଧ୍ୟତାମୂଳକ ନୁହେଁ, ଲଗାଇଲେ ଯାଞ୍ଚ ପାଇଁ ସୁବିଧା । ଯେଉଁମାନେ PUCC କରି ସାରିଛନ୍ତି, ସେମାନେ ଷ୍ଟିକର RTOରୁ ପାଇବେ ବୋଲି ମନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡାରେ ଲଜ୍ଜା, ସମ୍ପର୍କୀୟଙ୍କ ଚିକିତ୍ସା ପାଇଁ ଯାଇଥିବା ବେଳେ ହସ୍ପିଟାଲରେ ନାବାଳିକାଙ୍କୁ ବଳାତ୍କାର

ଝାରସୁଗୁଡ଼ା,୨୧।୫(ଆଶିଷ ରଞ୍ଜନ ଦାଶ): ରୋଗୀ ସେବା ପାଇଁ ଉଦ୍ଦିଷ୍ଟ ପବିତ୍ର ଚିକିତ୍ସାଳୟ ପରିସରରେ ଘଟିଯାଇଛି ଏକ ସଙ୍ଗୀନ ଓ ଅତ୍ୟନ୍ତ ନିନ୍ଦନୀୟ ଘଟଣା। ଝାରସୁଗୁଡ଼ା ଜିଲା ମୁଖ୍ୟ…

ଫୋନରେ କଥା ହେଉହେଉ ହଠାତ୍ ଟ୍ରମ୍ପଙ୍କ ଉପରେ ରାଗିଗଲେ ନେତାନ୍ୟାହୁ, କହିଦେଲେ ଏହି ବଡ଼ କଥା

ଓ୍ବାଶିଂଟନ,୨୧।୫: ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷର ଭବିଷ୍ୟତ ରଣନୀତି ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ମଧ୍ୟରେ ଟେଲିଫୋନ୍ ଆଲୋଚନା…

ପରିବା ବିକାଳିଙ୍କ ଝିଅ ଯୁକ୍ତ ୨ ବିଜ୍ଞାନରେ ଟପ୍ପର: ଜିଲା ପାଇଁ ଆଣିଲେ ଗୌରବ

ମୋହନା,୨୧ା୫(ମନ୍ମଥ ମିଶ୍ର): ବାପା ଜଣେ ପରିବା ବ୍ୟବସାୟୀ, ହେଲେ ଝିଅ ଯୁକ୍ତ ଦୁଇ ବିଜ୍ଞାନରେ ୫୬୦ ନମ୍ବର ଆଣି ଜିଲା ପାଇଁ ଗୌରବ ଆଣିଛନ୍ତି। ଗଜପତି ଜିଲା…

୪ ଓଭରଲୋଡ଼ିଙ୍ଗି ଚିପ୍ସ ବୋଝେଇ ହାଇୱା ଜବତ, ୨ଲକ୍ଷ ୭୭ ହଜାର…

ପାଟଣା,୨୧।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପୋଲିସ ଓଭର ଲୋଡ ଥିବା ୪ଚିପ୍ସ ବୋଝେଇ ହାଇୱାକୁ ଗୁରୁବାର ପାଟଣା ବୈତରଣୀ ନଦୀ ବ୍ରିଜ ନିକଟରୁ ଜବତ…

ଓଡ଼ିଶାକୁ ଅବହେଳା: ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ପ୍ରସ୍ତାବ ଖାରଜ କଲେ ସରକାର

ଖୋର୍ଦ୍ଧା,୨୧ା୫: ଓଡ଼ିଶା ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳା। ଖୋର୍ଦ୍ଧା-ନୟାଗଡ଼ ୪ ଲେନ୍‌ ଜାତୀୟ ରାଜପଥ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି କେନ୍ଦ୍ର ସରକାର। ରାସ୍ତାକୁ ୨ରୁ ୪-ଲେନ୍‌…

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟ୍‌ରେ ଏହି ଦେଶ: ପଠାଇଲେ ଯୁଦ୍ଧଜାହଜ

ଓ୍ବାଶିଂଟନ୍‌,୨୧।୫: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟୁବା ଆଡକୁ ଧ୍ୟାନ ଦେଇଛନ୍ତି। ଟ୍ରମ୍ପ କ୍ୟୁବା ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ…

ସ୍ୱାସ୍ଥ୍ୟକର୍ମଚାରୀ ଅଭାବକୁ ନେଇ ତାତିଲେ ଗ୍ରାମବାସୀ, ଦୋକାନ ବନ୍ଦ କରି ରାସ୍ତାରେ ବସିଲେ

ଗଜପତି,୨୧।୫(ଗିରିଧାରୀ ପରିଛା): ଡାକ୍ତର, ଫାର୍ମାସିଷ୍ଟ ଓ ସ୍ୱାସ୍ଥ୍ୟକର୍ମଚାରୀ ଅଭାବ ହେତୁ ଗୋଶାଣି ବ୍ଲକ ଗାରାବନ୍ଧ ଗ୍ରାମରେ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ । ଦୋକାନ ବନ୍ଦ କରିବା ସହିତ…

୧୫୦ବର୍ଷ ପୂର୍ବଠାରୁ ବଳିଯିବ ୨୦୨୬ର ମହାପ୍ରଳୟ! ଚମକାଇଲା ପାଣିପାଗ ରିପୋର୍ଟ

ଭୁବନେଶ୍ୱର,୨୧।୫: ଗୋଟିଏ କଥା ନିଶ୍ଚିତ; ଏବର୍ଷ ଅଧିକ ଗରମ ହେବ କାରଣ ‘ଏଲ ନିନୋ’ ନିଜର ଉପସ୍ଥିତି ଜାହିର କରିବ। ଆପଣ ଏହା ପୂର୍ୱରୁ ଶୁଣିଥିବେ, କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri