Posted inରାଜ୍ୟ

ଧର୍ମଘଟରୁ ଓହରିଲେ ପରିବହନ ଶ୍ରମିକ, ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା ପରେ ନିଷ୍ପତ୍ତି

ଭୁବନେଶ୍ୱର, ୮ା୧: ରାଜ୍ୟ ସରକାରଙ୍କ ସହିତ ଆଲୋଚନା କରିବା ପରେ ଧର୍ମଘଟରୁ ଓହରିଛନ୍ତି ପରିବହନ ଶ୍ରମିକ। ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନେଇଛି ମହାସଂଘ। ପୂର୍ବରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ଅନୁରୋଧ କରିଥିଲେ ମୁଖ୍ୟ ଶାସନ ସଚିବ। ଆନ୍ଦୋଳନ ପ୍ରତ୍ୟାହାର ନେଇ ମହାସଂଘ ସଭାପତି ଜନାର୍ଦ୍ଦନ ପତିଙ୍କ ସୂଚନା ଦେଇଛନ୍ତି।

ତେବେ ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ପକ୍ଷରୁ ଦିଆଯାଇଥିବା ଏହି ବନ୍ଦ ଡାକରା ପରେ ରାଜ୍ୟରେ ପେଟ୍ରୋଲ, ଡିଜେଲ ବିକ୍ରି ଏକ ପ୍ରକାର ଅସୁବିଧା ଭିତରକୁ ଆସିବା ଆଶଙ୍କା ସୃଷ୍ଟି ହୋଇଥିଲା। କାରଣ ଗତ ୩ ଦିନ ହେଲା ହିଟ୍‌ ଆଣ୍ଡ ରନ୍‌ ମାମଲାରେ ଗାଡ଼ି ଚାଳକଙ୍କୁ ୧୦ ବର୍ଷ ଜେଲ ଏବଂ ୭ ଲକ୍ଷ ଟଙ୍କାର ଜରିମାନା ଆଦାୟ ନିୟମକୁ ବିରୋଧ କରି ରାଜ୍ୟବ୍ୟାପୀ ଡ୍ରାଇଭର ସଂଘ ପକ୍ଷରୁ ଷ୍ଟିୟରିଂ ଛାଡ଼ ଡାକରା ଦିଆଯାଇଥିଲା। ଏଥିଯୋଗୁ ମଧ୍ୟ ପେଟ୍ରୋଲ, ଡିଜେଲ ଯୋଗାଣ ଏକପ୍ରକାର ବନ୍ଦ ହୋଇଯାଇଥିଲା। ଯେଉଁଥିପାଇଁ ଶନିବାର ରାଜ୍ୟବ୍ୟାପୀ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହେବା ସଙ୍ଗେସଙ୍ଗେ ଅଧିକାଂଶ ପେଟ୍ରୋଲ ପମ୍ପ ଡ୍ରାଏ ସମସ୍ୟା ଯୋଗୁ ବନ୍ଦ ମଧ୍ୟ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri