ଭାରତ ବନ୍ଦକୁ ଟ୍ରାନ୍ସପୋର୍ଟରଙ୍କ ସମର୍ଥନ

ନୂଆଦିଲ୍ଲୀ: ସଡ଼କ ପରିବହନ କ୍ଷେତ୍ରର ପ୍ରମୁଖ ସଂଘ ଅଲ୍‌ ଇଣ୍ଡିଆ ଟ୍ରାନ୍ସପୋଟର୍ସ ଓ୍ବେଲ୍‌ଫେୟାର ଆସୋସିଏଶନ (ଏଆଇଟିଡବ୍ଲ୍ୟୁଏ) ଚଳିତ ମାସ ୨୬ର ଭାରତ ବନ୍ଦ ଡାକରାକୁ ସମର୍ଥନ ଜଣାଇଛି। ସର୍ବଭାରତୀୟ ବ୍ୟବସାୟୀ ମହାସଂଘ ପକ୍ଷରୁ ଏଭଳି ଧର୍ମଘଟ ଡାକରା ଦିଆଯାଇଛି। ଏହିଦିନ ସାରା ଦେଶରେ ଚକାଜାମ୍‌ କରିବା ନେଇ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri