Posted inଜାତୀୟ

ଦିଲ୍ଲୀ ମେଟ୍ରୋ, ଡିଟିସି ବସରେ ଠିଆ ହୋଇ କରିପାରିବେ ଯାତ୍ରା

ନୂଆଦିଲ୍ଲୀ,୨୧ ।୧୧: ଦିଲ୍ଲୀ-ଏନ୍‌ସିଆରରେ ବାୟୁ ପ୍ରଦୂଷଣର ସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି । ଘରୋଇ ଯାନବାହାନର ବହୁଳ ବ୍ୟବହାର ଏପଟେ ବାୟୁ ପ୍ରଦୂଷଣକୁ ଦେଖପ ଦିଲ୍ଲୀ ସରକାର ଶନିବାର ଏକ ବଡ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କହିଛନ୍ତି ଏଣିକି ଦିଲ୍ଲୀ ମେଟ୍ରୋ ଓ ଡିଟିସି ବସରେ ଲୋକେ ଠିଆ ହୋଇ ଯାତ୍ରା କରିପାରିବେ । ଦିଲ୍ଲୀ ମେଟ୍ରୋରେ ୧୦୦ ପ୍ରତିଶତ ଯାତ୍ରୀଙ୍କ ପରେ ୩୦ ଯାତ୍ରୀ ଠିଆ ହୋଇ ଯାତ୍ରା କରିପାରିବେ । ଏହା ପୂର୍ବରୁ କେବଳ ୧୦୦ ପ୍ରତିଶତ ଯାତ୍ରୀ ଯାତ୍ରା କରିବାର ଅନୁମତି ଥିଲା । ସେହିପରି ଡିଟିସି ଓ କ୍ଲଷ୍ଟର ବସରେ ବି ଯାତ୍ରୀମାନେ ଠିଆ ହୋଇ ଯାତ୍ରା କରିପାରିବେ । ବସରେ ୧୦୦ ପ୍ରତିଶତ ଯାତ୍ରୀଙ୍କ ପରେ ଆଉ ୫୦ ପ୍ରତିଶତ ଯାତ୍ରୀ ଠିଆ ହୋଇ ଯାତ୍ରା କରିପାରିବେ ବୋଲି ସରକାର ଅନୁମତି ପ୍ରଦାନ କରିଛନ୍ତି । ଆଗକୁ ଶୀତ ବଢିବାକୁ ଥିବା ବେଳେ ଦିଲ୍ଲୀର ବାୟୁ ପ୍ରଦୂଷଣ ବେଳକୁ ବେଳ ଖରାପ ହେବାରେ ଲାଗିଛି । ଏହାକୁ ଦେଖି ସରକାର ଏଭଳି ପଦକ୍ଷେପ ନେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri