କାମରେ ଆସୁନି ଭ୍ରାମ୍ୟମାଣ ଶୌଚାଳୟ, ଧ୍ୟାନ ଦେଉନି ଏନ୍‌ଏସି

ବୁଗୁଡ଼ା,୩ା୧(ଡି.ଏନ.ଏ.): ବୁଗୁଡ଼ା ସହରର ଦୁଇଟି ସ୍ଥାନରେ ଏନ୍‌ଏସି ପକ୍ଷରୁ ରଖାଯାଇଥିବା ଭ୍ରାମ୍ୟମାଣ ଶୌଚାଳୟ ପ୍ରହସନ ପାଲଟିଛି। ଦେଢ ବର୍ଷରୁ ଊଦ୍ଧର୍‌ବ ହେଲା ଲୋକ ଦେଖାଣିଆ ଥୁଆ ହେଇଛି ତାଲା ଖୋଲାଯାଉନି। ଫଳରେ ଲୋକେ ପୂର୍ବରୁ ଯେଉଁ ରାସ୍ତା କଡ଼ରେ ପରିସ୍ରା କରୁଥିଲେ ଏବେ ସେମିତି ହିଁ ପରିସ୍ରା କରିବାକୁ ବାଧ୍ୟ ହେଉଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ସହରରେ। ସହରର ପଞ୍ଚା ଗଳି ଓ ପ୍ରାଣୀ ଚିକିତ୍ସାଳୟ ପରିସରରେ ଅଧିକାଂଶ ଯାତ୍ରୀ ଓ ଜନସାଧାରଣ ପରିସ୍ରା କରୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଏନ୍‌ଏସି ପକ୍ଷରୁ ଲକ୍ଷାଧିକ ଟଙ୍କା ବ୍ୟୟରେ ପୁରୁଷ ଓ ମହିଳାମାନଙ୍କ ପାଇଁ ଅଲଗା ଅଲଗା ବଖରା ଥିବା ଦୁଇଟି ଭ୍ରାମ୍ୟମାଣ ଶୌଚାଳୟ ସ୍ଥାପନ କରାଯାଇଛି। ତେବେ ରଖିବା ଦିନଠୁ ଆଜି ପର୍ଯ୍ୟନ୍ତ ଦୀର୍ଘ ଦେଢ ବର୍ଷରୁ ଊର୍ଦ୍ଧ୍ୱ ହେଲା ସେମିତି ତାଲା ପଡି ରହିଥିବାରୁ ଲୋକେ ସେହି ଶୌଚାଳୟ କଡ଼ରେ ହିଁ ପରିସ୍ରା କରୁଥିବା ଦେଖିବାକୁ ମିଳୁଛି। ମହିଳାମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନ୍‌ଏସି ପ୍ରଶାସନ ଶୌଚାଳୟ ଗୁଡିକୁ କାର୍ଯ୍ୟକ୍ଷମ କରିବା ଦିଗରେ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳ ପଡିଆରୁ ଟେକି ନେଇ ନାବାଳିକାଙ୍କୁ ବଳାତ୍କାର, ୫୯ ବର୍ଷୀୟ ବ୍ୟକ୍ତି ଗିରଫ

ଦେବଗଡ,୧୦।୨(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୪ ବର୍ଷୀୟା ନାବାଳିକାକୁ ବଳାତ୍କାର ଅଭିଯୋଗରେ ଦେବଗଡ ଥାନା ପୋଲିସ ସୋମବାର ଖୁଂଟିଆପାଲି ଗ୍ରାମର ଗୌରହରୀ ବିଶ୍ୱାଳ(୫୯) ନାମକ ଜଣେ ବ୍ୟକ୍ତିକୁ…

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri