Posted inଖେଳ

ଟ୍ରାଭିସ୍ ହେଡଙ୍କୁ ୬.୮୦ କୋଟିରେ କିଣିଲା ସନରାଇଜର୍ସ ହାଇଦ୍ରାବାଦ

ଦୁବାଇ,୧୯।୧୨: ଅଷ୍ଟ୍ରେଲୀୟ ବ୍ୟାଟର ଟ୍ରାଭିସ୍ ହେଡଙ୍କୁ ୬.୬୦ କୋଟିରେ କିଣିଛି ସନରାଇଜର୍ସ ହାଇଦ୍ରାବାଦ। ହେଡଙ୍କ ମୂଳ ମୂଲ୍ୟ ୨ କୋଟି ଟଙ୍କା ଥିଲା। ସନରାଇଜର୍ସ ହାଇଦ୍ରାବାଦ ହେଡଙ୍କ ନିଲାମ ଡାକରା ଆରମ୍ଭ କରିଥିଲା। ଏହା ପରେ ଚେନ୍ନାଇ ସୁପର କିଙ୍ଗ୍ସ କିଛି ସମୟ ପ୍ରତିଯୋଗିତା କରିଥିଲା। ତେବେ ଚେନ୍ନାଇ ୬.୬୦ କୋଟିର ଶେଷ ବିଡ୍ କରିଥିଲା। କିନ୍ତୁ ଏହା ପରେ ହେଡଙ୍କୁ ସନରାଇଜର୍ସ ହାଇଦ୍ରାବାଦ କିଣିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ରୋହିତ,ସେହ୍ବାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?