Posted inଖେଳ

ବିଶ୍ୱକପ୍‌ ପୂର୍ବରୁ ଅଷ୍ଟ୍ରେଲିଆକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୯: ଦିନିକିଆ ବିଶ୍ୱକପ୍‌ ୨୦୨୩ ପୂର୍ବରୁ ଅଷ୍ଟ୍ରେଲିଆକୁ ବଡ଼ ଝଟ୍‌କା ଲାଗିଛି। ବାମ ହାତରେ ଆଘାତ କାରଣରୁ ବ୍ୟାଟ୍ସମ୍ୟାନ୍‌ ଟ୍ରାଭିସ୍‌ ହେଡ୍‌ ଟୁର୍ନାମେଣ୍ଟର ପ୍ରଥମ ପର୍ଯ୍ୟାୟରେ ଖେଳିପାରିବେ ନାହିଁ। ସେହିଭଳି ବାକି ମ୍ୟାଚ୍‌ରେ ମଧ୍ୟ ସେ ଖେଳିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ଏହାଦ୍ୱାରା ଫର୍ମରେ ଥିବା ମାର୍ନସ ଲାବୁସେନଙ୍କ ଖେଳିବା ଲାଗି ବାଟ ଫିଟିଛି।

ତେବେ ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଦିନିକିଆରେ ଦ୍ରୁତ ବୋଲର ଗେରାଲ୍ଡ କୋତ୍ଜିଙ୍କ ବଲ ହେଡ୍‌ଙ୍କ ବାମହାତରେ ବାଜିଥିଲା। ଏଥିରେ ସେ ଆହତ ହୋଇଥିବା କାରଣରୁ ଶୁକ୍ରବାର ଭାରତ ବିପକ୍ଷରେ ଖେଳାଯିବାକୁ ଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜରୁ ବାଦ ପଡ଼ିଛନ୍ତି। ତେବେ ତାଙ୍କୁ ଅପରେଶନର ଆବଶ୍ୟକତା ନ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨୧ ବର୍ଷରୁ କମ୍‌ ମହିଳା ହକି: ଭାରତକୁ ଚତୁଃରାଷ୍ଟ୍ରୀୟ ଟାଇଟଲ

ଡବ୍‌ଲିନ୍‌ (ଆୟର୍ଲାଣ୍ଡ), ୫ା୬ (ପି.ଟି.)- ଭାରତୀୟ ଜୁନିୟର ମହିଳା ହକି ଦଳ କ୍ୟାଣ୍ଟର ଫିଜରଲାଡ୍‌ ୨୧ ବର୍ଷରୁ କମ୍‌ ଚତୁଃରାଷ୍ଟ୍ରୀୟ ମହିଳା ହକି ଟାଇଟଲ ହାସଲ...

ପୃଥ୍ବୀ ଶ ଦେବେ ମ୍ୟାଚ ଫି’ର ୨୫ ପ୍ରତିଶତ ଜରିମାନା

ନୂଆଦିଲ୍ଲୀ,୨।୫: ରବିବାର ପ୍ରଥମ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଥିଲା। ଏଥିରେ ପରାଜୟର ସମ୍ମୁଖୀନ ହୋଇଛି ଦିଲ୍ଲୀ। ଅନ୍ୟପକ୍ଷେ ଦିଲ୍ଲୀ...

ରଣଜୀ ଟ୍ରଫି: ସୌରାଷ୍ଟ୍ର ୪୨୫, ବେଙ୍ଗଲ ୧୩୪/୩

ରାଜକୋଟ, ୧୨।୩- ଏଠାରେ ଚାଲିଥିବା ରଣଜୀ ଟ୍ରଫି ଫାଇନାଲର ତୃତୀୟ ଦିବସ ଖେଳ ବୁଧବାର ଶେଷ ହୋଇଛି। ଅର୍ପିତ ବାସବଦାଙ୍କ ଶତକ ସହାୟତାରେ ସୌରାଷ୍ଟ୍ର ୪୨୫...

ଦଳ ପାଇଁ ଓପନିଂ କରିବାକୁ ଚାହୁଁଛନ୍ତି ଚହଲ, ମନା କରିବାରୁ କୋଚଙ୍କ ଅବସ୍ଥା ହେଲା ଏମିତି

ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମ୍‌ର ସ୍ପିନ୍‌ ବୋଲର୍‌ ୟୁଜବେନ୍ଦ୍ର ଚହଲ କେବଳ ପଡିଆରେ ନୁହେଁ ବାହାରେ ମଧ୍ୟରେ ବେଶ୍‌ ଚର୍ଚ୍ଚାରେ ଥାନ୍ତି। ନିଜ ମଜାକିଆ ଅନ୍ଦାଜ...

ଆଜି ଇତିହାସ ରଚିଥିଲେ ସଚିନ

ନୂଆଦିଲ୍ଲୀ,୨୪ା୨- ୨୦୧୦ ମସିହା ଫେବୃୟାରୀ ୨୪ ତାରିଖ ଅର୍ଥାତ ଆଜିର ଦିନରେ ସଚିନ ତେନ୍ଦୁଲକର ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଦିନିକିଆ ଫର୍ମାଟରେ ଦ୍ୱିଶତକ ହାସଲ...

ଟୋକିଓ ଅଲିମ୍ପିକ୍ସ ପାଇଁ ୨୦୨୧ଅନ୍ତିମ ବିକଳ୍ପ

ଟୋକିଓ, ୨୨।୫-କରୋନା ଭାଇରସ ସଂକ୍ରମଣଜନିତ ପ୍ରଭାବରୁ ଟୋକିଓ ଅଲିମ୍ପିକ୍ସ ୨୦୨୧କୁ ଘୁଞ୍ଚତ୍ଛି। ମାତ୍ର ଆସନ୍ତାବର୍ଷ ଯଦି ଏହା ସମ୍ଭବ ନ ହୁଏ ତେବେ ବାତିଲ ହେବ...

ରାଜସ୍ଥାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ସନ୍‌ରାଇଜର୍ସକୁ ଝଟ୍‌କା; ଖେଳିବେନି ଏହି ଷ୍ଟାର ଖେଳାଳି

ଦୁବାଇ, ୨୨।୧୦: ଚଳିତ ଆଇପିଏଲ୍‌ର ୪୦ତମ ମୁକାବିଲାରେ ଗୁରୁବାର ରାଜସ୍ଥାନ ରୟାଲ୍ସର ମୁକାବିଲା ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ସହ ହେବ। ତେବେ ଏହି ମ୍ୟାଚ୍‌ ପୂର୍ବରୁ ଡେଭିଡ୍‌...

୨୦୨୪ ଆଇପିଏଲ: ଭାରତ ବଦଳରେ ହୋଇପାରେ ୟୁଏଇରେ !…

କୋଲକାତା,୨।୮ : କ୍ରିକେଟ କରିଡରରେ ଆଲୋଚନା ଚାଲିଛି ଆଇପିଏଲ ୨୦୨୪ ଭାରତରେ ଖେଳାଯିବ ନାହିଁ। ଯଦିଓ ଟୁର୍ନାମେଣ୍ଟରେ ବହୁତ ସମୟ ଅଛି, କିନ୍ତୁ ୨୦୨୪ ମସିହାରେ...

Advertisement
Archives

Model This Week