ଜୁଆଡ଼ି ଘାଟିରେ ଓଲଟିଲା ଟ୍ରଲର: ୭ ଘଣ୍ଟା ଧରି ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୧ା୪(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ରାଜପଥ ୪୯ର ଜୁଡିଆ ଘାଟିରେ ମଙ୍ଗଳବାର ଏକ ଲୁହା ଫ୍ରେମ୍‌ ବୋଝେଇ ଟ୍ରଲର ସିଜେ (୦୭ ସିଏ ୪୮୩୭) ଓଲଟି ପଡ଼ିଛି।
ଏ ନେଇ ଗୋଟିଏ ପାର୍ଶ୍ୱରେ ୭ ଘଣ୍ଟା ଧରି ଯାତାୟାତ ବାଧାପ୍ରାପ୍ତ ହୋଇଥିଲା । ପରେ ପୋଲିସ ଓ ଜାତୀୟ ରାଜପଥ ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା କମ୍ପାନୀ ପହଞ୍ଚି ହାଇଡ୍ରା ସାହାଯ୍ୟରେ ଟ୍ରଲର ଉଠାଇବା ପରେ ଅପରାହ୍ନରେ ଉକ୍ତ ରାସ୍ତାରେ ଗାଡ଼ି ଚଳାଚଳ ସ୍ବଭାବିକ ହୋଇଛି।
ସୂଚନାଯୋଗ୍ୟ, ଉକ୍ତ ଟ୍ରଲର ରାୟପୁରରୁ ଲୁହା ଫ୍ରେମ ନେଇ କେନ୍ଦୁଝର ଦେଇ କଲକିତା ଯାଉଥିବାବେଳେ ଜୁଡିଆ ଘାଟିର ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଗାଡିର ଚାଲକ ଓ ହେଲ୍‌ପର ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri