ଯୋଗୀ ସରକାରଙ୍କ ବିରୋଧରେ ମନ୍ତବ୍ୟ ଦେବା ମହଙ୍ଗା ପଡ଼ିଲା

ଲକ୍ଷ୍ନୌ,୭।୯: ଉତ୍ତରପ୍ରଦେଶର ପୂର୍ବତନ ରାଜ୍ୟପାଳ ଅଜିଜ୍‌ କୁରେଶୀଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ ହୋଇଛି। ସେ ଯୋଗୀ ଆଦିତ୍ୟନାଥ ସରକାରଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଥିଲା। ରାମପୁର ଜିଲା ସିଭିଲ୍‌ ଲାଇନ ଥାନାରେ ରବିବାର ଭାଜପା ନେତା ଆକାଶ କୁମାର ସାକ୍ସେନାଙ୍କ ଅଭିଯୋଗ ଆଧାରରେ ଏତଲା ଦାଏର ହୋଇଥିଲା।

ସାକ୍ସେନାଙ୍କ ଅଭିଯୋଗ ଅନୁଯାୟୀ, ପୂର୍ବତନ ରାଜ୍ୟପାଳ ଅଜିଜ୍‌ ସମାଜବାଦୀ ପାର୍ଟି ନେତା ଆଜାଦ ଖାନ୍‌ଙ୍କ ଘରକୁ ଯାଇ ତାଙ୍କ ସ୍ତ୍ରୀ ତାଜିନ୍‌ ଫତ୍‌ମାଙ୍କୁ ଭେଟିଥିଲେ। ଏହା ପରେ ସେ ଯୋଗୀ ସରକାର ବିରୋଧରେ ଅପମାନଜନକ ମନ୍ତବ୍ୟ ଦେବା ସହ ଏହାକୁ ରକ୍ତ ଶୋଷୁଥିବା ଦାନବ ସହ ତୁଳନା କରିଥିଲେ। ଏଭଳି ମନ୍ତବ୍ୟ ଦୁଇ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା ସୃଷ୍ଟି କରିବା ସହ ସମାଜକୁ ଅଶାନ୍ତ କରିପାରେ ବୋଲି ସାକ୍ସେନା ତାଙ୍କ ଅଭିଯୋଗରେ ଉଲ୍ଲେଖ କରିଥିଲେ। ୮୧ ବର୍ଷୀୟ ଅଜିଜ୍‌ଙ୍କ ବିରୋଧରେ ଧାରା ୧୫୩ଏ (ଧର୍ମକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଶତ୍ରୁତା ବଢ଼ାଇବା), ୧୫୩ବି (ଜାତୀୟ ସଂହତି ବିରୋଧରେ ମନ୍ତବ୍ୟ ଦେବା), ୧୨୪ଏ (ଦେଶଦ୍ରୋହ) ଏବଂ ଧାରା ୫୦୫(୧)ବି (ଭୟ ସୃଷ୍ଟି କରାଇବା ଉଦ୍ଦେଶ୍ୟ)ରେ ମାମଲା ରୁଜୁ ହୋଇଥିବା ପୋଲିସ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଜନଶୀଳତାର ପରିଭାଷା

ଗୋଟିଏ ରାଷ୍ଟ୍ରର ସାର୍ବଭୌମତ୍ୱର ସୁରକ୍ଷା ଓ ରାଷ୍ଟ୍ରର ନିର୍ମାଣ ନିମନ୍ତେ ସମ୍ପତ୍ତି ଏବଂ ସାମରିକ ଶକ୍ତିର ଆବଶ୍ୟକତା ରହିଛି। କିନ୍ତୁ ଏହା ଗୋଟିଏ ଜାତିର ଅନ୍ତର୍ନିହିତ ଶକ୍ତି…

ନିଜ ଗୋରୁ ନେଇ ଯାଉଥିବା ଲୋକଙ୍କୁ ଆଣ୍ଠେଇ ଆଣ୍ଠେଇ ରାସ୍ତାରେ ଚଲାଇବା ଘଟଣା: ଥାନା ଘେରାଉ କଲେ ଯାଦବ ସମାଜ, ପୂରା ଘଟଣା ଜାଣିଲେ…

ଚନ୍ଦାହାଣ୍ଡି,୨୭।୫(ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଞ୍ଚଳରୁ ରାଇଘର ଅଞ୍ଚଳକୁ ନିଜ ଗାଈ ଗୋରୁ, ବଳଦକୁ ନେଇ ଯାଉଥିବା କିଛି ଲୋକଙ୍କୁ ବେଆଇନ ଭାବେ ଗୋଚାଲାଣ…

ସୌଜନ୍ୟତା ଭୁଲିଗଲେ ଜିଲାପାଳ: ପୂର୍ବତନ ଏମ୍‌ପିଙ୍କୁ ଚୌକି ଦେଲେନାହିଁ, ଠିଆ ହୋଇ କହିଲେ

ବଲାଙ୍ଗୀର/ଲୋଇସିଂହା,୨୭ା୫(ବୀରେନ୍ଦ୍ର କୁମାର ଝାଙ୍କର/ ସୁଶାନ୍ତ ବାରିକ):ପୂର୍ବତନ ଏମପି ତଥା ବର୍ଷୀୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ କରାଯାଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର…

ପୁଣି ବଢିଲା ଲୋକଙ୍କ ଚିନ୍ତା: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ…

ନୂଆଦିଲ୍ଲୀ, ୨୭।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର କ୍ରମାଗତ ବୃଦ୍ଧି ପାଉଥିବା ମୂଲ୍ୟ ସାଧାରଣ ଲୋକଙ୍କ ଚିନ୍ତାକୁ ବୃଦ୍ଧି କରିଛି। ଗତ ଦୁଇ ସପ୍ତାହ ମଧ୍ୟରେ…

୫ ସୁଦ୍ଧା ଦିଲ୍ଲୀ ଜିମ୍‌ଖାନା ପରିସର ଦଖଲକୁ ନିଆଯିବ ନାହିଁ

ନୂଆଦିଲ୍ଲୀ,୨୭ା୫: ଔପନିବେଶୀୟ ଯୁଗରୁ ରହିଆସିଥିବା ଦିଲ୍ଲୀ ଜିମ୍‌ଖାନା ପରିସରକୁ କେନ୍ଦ୍ର ସରକାର ଜୁନ୍‌ ୫ ସୁଦ୍ଧା ବଳପୂର୍ବକ ଦଖଲକୁ ନେବେ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟଙ୍କୁ…

ପରାଜୟ ପରେ ମମତାଙ୍କୁଠୁ ଦୂରୋଉଛନ୍ତି କର୍ମୀ, ଇସ୍ତଫା ଦେଲେ ୧୦୦ କାଉନସିଲର

କୋଲକାତା,୨୭ା୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପରାଜୟ ପରେ ନେତା ଓ କର୍ମୀମାନେ ଦଳରୁ ଦୂରେଇବା ଆରମ୍ଭ କରିଛନ୍ତି। ଏମ୍‌ପି କାକୋଲି…

OAS ପରୀକ୍ଷାରେ କମାଲ୍‌ କଲେ ଦେବଗଡର ପିୟୁଷ: ଦ୍ୱିତୀୟ ପ୍ରଚେଷ୍ଟାରେ ହାସଲ କଲେ ସଫଳତା

ଦେବଗଡ଼, ୨୭।୫(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓସିଏସ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଦେବଗଡ ସହରର ପିୟୁଷ ସାହୁ ୪୦…

ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ହାଟଡିହୀ/ଛେନାପଦୀ,୨୭l୫(ଶୁଭକାନ୍ତ ନାୟକ/ନିରାକାର ପରିଡା): ଗତ ମାର୍ଚ୍ଚ ମାସ ୩୦ ତାରିଖ ବିଳମ୍ବିତ ରାତିରେ କେନ୍ଦୁଝର ଜିଲା ନନ୍ଦିପଦା ଥାନାର ଜଣେ କାର୍ଯ୍ୟରତ ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri