ଖନନ ସମୟରେ ମହେଞ୍ଜୋଦାରୋରୁ ମିଳିଲା ମୂଲ୍ୟବାନ ମୁଦ୍ରା , ଦେଖି ହେବେ ତାଜୁବ

ସିନ୍ଧୁ,୧୮।୧୧: ବିଶ୍ୱରେ ପ୍ରାଚୀନ ସଭ୍ୟତା ମଧ୍ୟରେ ଅନନ୍ୟ ସିନ୍ଧୁ ଘାଟି। ସିନ୍ଧୁ ଘାଟିର ବିଶ୍ୱ ଐତିହ୍ୟ ସ୍ଥଳ ମହେଞ୍ଜୋଦାରୋରେ ଖନନ ବେଳେ ଏକ ପାଚେରୀରେ ତମ୍ବା ମୁଦ୍ରାରେ ଭର୍ତ୍ତି ଏକ ପାତ୍ର ମିଳିଛି । ପାକିସ୍ତାନୀ ଶ୍ରମିକ ଏକ ପାଚେରୀ ଉପରେ କାମ କରିବା ସମୟରେ ଏହାର ଆବିଷ୍କାର ହୋଇଛି ।
ସଂରକ୍ଷଣ ବିଭାଗର ନିର୍ଦ୍ଦେଶକ ସୈୟଦ ସାକିର ଶାହଙ୍କ ଅନୁସାରେ କାମ ଚାଲିଥିବା ସମୟରେ ପାଚେରୀଟି ଭୁଷୁଡ଼ି ଯାଇଥିଲା। ପରେ ଏହାକୁ ଖନନ କରିବା ସମୟରେ ଶ୍ରମିକଙ୍କ ନଜର ଗୋଟିଏ ପାତ୍ର ଉପରେ ପଡ଼ିଥିଲା । ଏହାକୁ ବାହାର କରାଯିବା ପରେ ଏଥିରେ ତମ୍ବା ଭର୍ତ୍ତି ମୁଦ୍ରା ଥିବା ଦେଖିବାକୁ ମିଳିଥିଲା । ଏହି ମୁଦ୍ରାଗୁଡିକ ଉପରେ କିଛି
ଅଙ୍କିତ ଅଛି । ତେବେ ଅଧିକ ଯାଞ୍ଚ ପାଇଁ ମୁଦ୍ରାଗୁଡିକୁ ଲ୍ୟାବକୁ ପଠାଯାଇଛି । ଦୀର୍ଘ ସମୟ ପରେ ମହେଞ୍ଜୋଦାରୋରୁ ଏପରି କିଛି ମିଳିଛି ଯାହା କିଛି ରହସ୍ୟ ଉପରୁ ପରଦା ଉଠାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ: କହିଲେ, ରାଜନୀତି କ୍ଷେତ୍ରରେ…

ବରଗଡ଼,୨୭।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଭାନ…

ପ୍ଲେୟାର ଅଫ ଦି ସିରିଜ ଜିତିବା ସତ୍ତ୍ୱେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୭।୭: ଜିମ୍ବାୱେ ବିପକ୍ଷରେ T20 ସିରିଜରେ ଚମତ୍କାର ପ୍ରଦର୍ଶନ ପରେ ବୈଭବ ସୂର୍ଯ୍ୟବଂଶୀ ‘ପ୍ଲେୟାର ଅଫ ଦି ସିରିଜ’ ପୁରସ୍କାର ଜିତିଥିଲେ। ଏହି ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ,…

ହସ୍ପିଟାଲରୁ ସିଧା ରାଜଘାଟ ପହଞ୍ଚିଲେ ୱାଙ୍ଗଚୁକ, ବାପୁଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଅନୁଷ୍ଠିତ ପ୍ରତିବାଦରେ ପରିବେଶ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସେ କିଛି ଦିନ ଧରି ଅନଶନରେ…

କଟକ ଜିଲାପାଳଙ୍କ ଜନଶୁଣାଣୀ ବେଳେ ଅଭାବନୀୟ ଘଟଣା, ଦେହରେ କିରୋସିନ ଢ଼ାଳି ଆତ୍ମହତ୍ୟା ଉଦ୍ୟମ କଲେ….

କଟକ ସଦର,୨୭।୭(ସୁଶାନ୍ତ କୁମାର ଜେନା): କିଶନ ନଗର ତହସିଲ କାର୍ଯ୍ୟାଳୟରେ ସୋମବାର କଟକ ଜିଲାପାଳଙ୍କ ଜନଶୁଣାଣୀ ଶିବିର ଚାଲିଥିଲା । ଏହି ସମୟରେ ଏକ ଅଭାବନୀୟ ଘଟଣା…

E20 ବିବାଦ: ବମ୍ବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ନିତିନ ଗଡକରୀ

ନୂଆଦିଲ୍ଲୀ, ୨୭।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ସୋସିଆଲ ମିଡିଆରେ ପ୍ରସାରିତ ଡିପଫେକ୍ ଭିଡିଓ ଏବଂ ମାନହାନିଜନକ ପୋଷ୍ଟ ସମ୍ପର୍କରେ ବମ୍ବେ…

ପୁଣି ବଡ଼ ଆନ୍ଦୋଳନ! CJP ପରେ ସଂସଦ ପଦଯାତ୍ରା ଘୋଷଣା କଲା ଏହି ଦଳ, ସରକାରଙ୍କୁ ଘାରିଲା ଭୟ

ନୂଆଦିଲ୍ଲୀ, ୨୭॥୭: ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ୍‌ E20 ବିରୋଧରେ ଚାଲିଥିବା ବିରୋଧ ବର୍ତ୍ତମାନ ଏକ ନୂତନ ରାଜନୈତିକ ଏବଂ ସାମାଜିକ ଅଭିଯାନର ରୂପ ନେଉଥିବାର ଦେଖାଯାଉଛି।…

ରସଗୋଲା ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପରିଚୟ

ଭୁବନେଶ୍ୱର,୨୭ା୭ (ସୌମ୍ୟରଞ୍ଜନ ରାଉତ): ରଥାରୂଢ଼ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ଅବସରରେ ରବିବାର ସାରା ରାଜ୍ୟରେ ଉତ୍ସାହର ସହ ପାଳନ ହେଉଛି ରସଗୋଲା ଦିବସ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ…

ମୁଖ ଗହ୍ବର କ୍ୟାନ୍‌ସର ପଛର କିଛି କଥା…

କଥାରେ ଅଛି-କ୍ୟାନ୍‌ସର: ନୋ ଆନ୍‌ସର। କିନ୍ତୁ ଆଜିକାଲି ଏହାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ନିରୂପଣ କରାଯାଇପାରୁଛି ଏବଂ ତାହାର ସଫଳ ଚିକିତ୍ସା ମଧ୍ୟ ହୋଇପାରୁଛି। କିନ୍ତୁ ଯଦି ଅବହେଳାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri