ଆରମ୍ଭ ହେଲା ଧୁଡୁର ଚିକିତ୍ସା

ତେଲକୋଇ,୧୮।୩ (ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ଅଞ୍ଚଳର ଚର୍ଚ୍ଚାରେ ଥିବା ବାର୍‌ହା ଧୁଡୁର ଚିକିତ୍ସା କରାଯାଇଛି। ଜଙ୍ଗଲରେ ୯ ଦିନ ରହିବା ପରେ ଜନପଦକୁ ଫେରିଥିବା ଧୁଡୁକୁ କେନ୍ଦୁଝର ଫରେଷ୍ଟ ଡିଭିଜନ ପକ୍ଷରୁ ଚିକିତ୍ସା କରାଯାଇଛି। ଜିଲା ବନ ବିଭାଗ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ କେନ୍ଦୁଝର ଫରେଷ୍ଟ ଡିଭିଜନର ଡା. ନନ୍ଦିତା ମିଶ୍ରଙ୍କ ସମେତ ତେଲକୋଇ ପ୍ରାଣୀ ଚିକିତ୍ସକ ଓ ସମସ୍ତ କର୍ମଚାରୀ ପୁରୁଷୋତ୍ତମପୁର ଗ୍ରାମରେ ପହଞ୍ଚି ଧୁଡୁର ଚିକିତ୍ସା କରିଥିଲେ। ଧୁଡୁର ପଛପଟ ବାମଗୋଡ଼ରେ ଆଘାତ ଲାଗିଥିବାରୁ ଚିକିତ୍ସା କରାଯାଇଛି। ତୁରନ୍ତ ଉକ୍ତ ଗୋଡ଼ ଭଲ ହୋଇଯିବ ବୋଲି ବନାଞ୍ଚଳ ଅଧିକାରୀ ପ୍ରମୋଦ କୁମାର ସେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଟ୍ରିକ ପରୀକ୍ଷା ଲାଗି ପ୍ରଶ୍ନପତ୍ର ପହଞ୍ଚିଲା, ପ୍ରସ୍ତୁତି ଜୋର୍‌ଦାର

ଗଞ୍ଜାମ,୧୩।୨(ଡି.ଏନ୍‌.ଏ.): ଚଳିତମାସ ୧୯ ତାରିଖରେ ସାରା ରାଜ୍ୟରେ ହେବ ମାଟ୍ରିକ ପରୀକ୍ଷା l ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଜୋର୍‌ଦାର ଚାଲିଛି l ଗୁରୁବାର ମାଧ୍ୟମିକ ପରିଷଦ...

୩୫ଶହ ଲିଟର ପୋଚ, ୫୫ ଲିଟର ମଦ ଜବତ

ଗୋପାଳପୁର,୧୦।୬- ରଙ୍ଗେଇଲୁଣ୍ଡା ବ୍ଲକରେ ଚୋରା ଦେଶୀ ମଦ କାରବାର ବୃଦ୍ଧି ପାଉଥିବା ବେଳେ ବ୍ରହ୍ମପୁର ଷ୍ଟ୍ରାଇକିଂ ଫୋର୍ସ ଓ ଗୋଳନ୍ଥରା ଅବକାରୀ ବିଭାଗ ପକ୍ଷରୁ ରବିବାର...

ଆବାସ ଯୋଜନା ଟଙ୍କା ପାଇଁ ବଚସା: ପୁଅ ଠେଙ୍ଗା ମାଡ଼ରେ ବାପା ମୃତ

ବାରିପଦା ଅଫିସ,୨୨।୨: ମୟୂରଭଞ୍ଜ ଜିଲା ବାଦାମପାହାଡ଼ ଥାନା ଅଧୀନ ଡୋଭାଗାଁ ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ ଗଣ୍ଡଗୋଳକୁ କେନ୍ଦ୍ର କରି...

ବୁଲେଟ୍‌ ପ୍ରୁଫ୍‌ ସଂଗ୍ରହାଳୟ ସୁରକ୍ଷା ଢିଲା

ଚଣ୍ଡିଖୋଲ,୧୦।୧(ଡି.ଏନ.ଏ.): ଯାଜପୁର ଜିଲାର ବୌଦ୍ଧ ହୀରକ ତ୍ରିଭୁଜ ଭାବେ ପରିଗଣିତ ଲଳିତଗିରି, ରତ୍ନଗିରି ଓ ଉଦୟଗିରି ସାରାବିଶ୍ୱରେ ଓଡ଼ିଶାର ପରିଚୟ ସୃଷ୍ଟି କରିଛି। ଏହା ମଧ୍ୟରୁ...

ନଳକୂପ ଖନନରେ ହେରାଫେରି ମାମଲା: ଆଜି ଲୋକାୟୁକ୍ତରେ ଚୂଡ଼ାନ୍ତ ଶୁଣାଣି

ଯାଜପୁର ଅଫିସ,୯ା୧: ଧର୍ମଶାଳା ବ୍ଲକ ସୁନ୍ଦରିଆ ପଞ୍ଚାୟତ ହରଦେଈପୁର ଗ୍ରାମରେ ଏକ ପାନୀୟ ଜଳ ପ୍ରକଳ୍ପ(ନଳକୂପ) ଖନନରେ ବ୍ୟାପକ ହେରାଫେରି ଅଭିଯୋଗ ଉପରେ ଗୁରୁବାର ଲୋକାୟୁକ୍ତରେ...

ପିପିଲିକୁ ଗଡ଼ିଲା ‘ମୋ ବସ୍‌’

ଭୁବନେଶ୍ୱର,୨୬।୬(ବ୍ୟୁରୋ)/ ପିପିଲି (ସ୍ବ.ପ୍ର.): ଦୀର୍ଘଦିନର ପ୍ରତୀକ୍ଷାପରେ ଭୁବନେଶ୍ୱରରୁ ପିପିଲିକୁ ଆରମ୍ଭ ହୋଇଛି ‘ମୋ ବସ୍‌’ ସେବା। ଗୁରୁବାର ସକାଳେ ପିପିଲିଠାରେ ବିଧାୟକ ପ୍ରଦୀପ ମହାରଥୀ ପତାକା...

ଲୋପପାଉଛି ତାଳଗଛ, ବଢୁଛି ବଜ୍ରପାତ ଦୁର୍ଘଟଣା

ରସୁଲପୁର,୨୫ା୧(ଡିଏନଏ) ଗ୍ରୀଷ୍ମ ଋତୁରେ ବଜ୍ରପାତର ଆଶଙ୍କା ଅଧିକ ରହୁଛି। ବଜ୍ରାଘାତ ଯୋଗୁ ବହୁ ଧନଜୀବନ ହାନୀ ଘଟୁଛି। ୧ ଏପ୍ରିଲ,୨୦୧୫ରୁ ବଜ୍ରପାତଜନିତ ଦୁର୍ଘଟଣାକୁ ପ୍ରାକୃତିକ ବିପର୍ଯ୍ୟୟଭାବେ...

ବ୍ରହ୍ମପୁର ରେଳଷ୍ଟେଶନରେ ଦୀର୍ଘଦିନ ଧରି ପଡ଼ିରହିଛି ଏକ କାର୍‌: ଚିନ୍ତାରେ ପୋଲିସ, ଲୋକେ ଆତଙ୍କିତ

ବ୍ରହ୍ମପୁର ଅଫିସ,୧୩।୯- ବ୍ରହ୍ମପୁର ରେଳଷ୍ଟେଶନ ସମ୍ମୁଖରେ ଦୀର୍ଘଦିନ ହେଲା ଏକ ନାଲି ରଙ୍ଗର କାର ଛିଡା ହୋଇରହିଛି। ସମ୍ପୃକ୍ତ ଗାଡିର ମାଲିକ କାର୍‌ଟିକୁ ସେଠାରୁ ନେଉ...

Advertisement


Archives

Model This Week