ଢେଙ୍କାନାଳ ଅଫିସ,୧ା୧୦: କଟକ ଜଗତପୁରରେ ଆତଙ୍କ ସୃଷ୍ଟି କରିଥିବା ୨୦ ବର୍ଷର ମାଈ ହାତୀକୁ ଟ୍ରାଙ୍କୁଲାଇଜ୍ କରି ଗୁରୁବାର ଢେଙ୍କାନାଳ ଜିଲା କପିଳାସ ପ୍ରାଣୀ ଉଦ୍ୟାନ ପରିସରରେ ଥିବା ଏଲିଫ୍ୟାଣ୍ଟ ରେସ୍କ୍ୟୁ ସେଣ୍ଟରରେ ରଖାଯାଇ ଚିକିତ୍ସା କରାଯାଉଛି। ଗୁରୁବାର ନନ୍ଦନକାନନରୁ ଆସିଥିବା ପ୍ରାଣୀ ଚିକିତ୍ସକମାନେ ହାତୀଟିର ଚିକିତ୍ସା କରିଥିଲେ। ସେହିପରି ଶୁକ୍ରବାର ଅନୁଗୋଳ ଜିଲା ସାତକୋଶିଆରୁ ପ୍ରାଣୀ ଚିକିତ୍ସକମାନେ ଆସି ଅଧିକ ଚିକିତ୍ସା କରୁଛନ୍ତି। ଡିହାଇଡ୍ରେସନର ଶିକାର ହୋଇଥିବା ହାତୀଟି ଔଷଧ ଖାଇବା ପରେ ସୁସ୍ଥ ହେଉଛି। ବରଡାଳ ଖାଇବା ସହ ଆବଶ୍ୟକ ଅନୁଯାୟୀ ପାଣି ପିଇଛି। ଏ ସଂକ୍ରାନ୍ତରେ ଜିଲା ବନଖଣ୍ଡ ଅଧିକାରୀ ଡ. ପ୍ରକାଶଚାନ୍ଦ ଗୋଗିନେନି କହିଛନ୍ତିି, ହାତୀଟି ଗୁରୁବାର ଅପେକ୍ଷା ଶୁକ୍ରବାର ସୁସ୍ଥ ଥିବା ଦେଖାଯାଇଛି। ଆବଶ୍ୟକ ଅନୁଯାୟୀ ପାଣି ପିଉଛି ା ତାକୁ ବରଡାଳ ଖାଇବାକୁ ଦିଆଯାଇଛି। ହାତୀଟିର ସ୍ବାସ୍ଥ୍ୟ ପ୍ରତି ବନବିଭାଗ ପକ୍ଷରୁ ସତର୍କତାର ସହ ଦୃଷ୍ଟି ପ୍ରଦାନ କରାଯାଉଛି ବୋଲି ଜିଲା ବନଖଣ୍ଡ ଅଧିକାରୀ ପ୍ରକାଶ କରିଛନ୍ତି।
Posted inHome Left, ଆମ ଜିଲା ଖବର, ଢେଙ୍କାନାଳ View All
ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ
ଓ୍ୱାଶିଂଟନ୍,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…
୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ
ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…
ମହେନ୍ଦ୍ରଗିରିର ଶିବ ମହିମା
ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…
ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ
ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…
କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି
ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…
ହ୍ୟାଣ୍ଡଶେକ୍ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ
କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…
ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା
ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…
ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା
ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…
Archives

