Posted inଜାତୀୟ

ଅପସ୍ମାରର ଚିକିତ୍ସା ସମ୍ଭବ, ହୋଇ ପାରିବନି ଛାଡପତ୍ରର କାରଣ: ହାଇକୋର୍ଟ…

ମୁମ୍ବାଇ,୨୭।୯ : ବମ୍ବେ ହାଇକୋର୍ଟର ନାଗପୁର ବେଞ୍ଚ କହିଛନ୍ତି ସ୍ତ୍ରୀ-ସ୍ବାମୀଙ୍କ ଛାଡପତ୍ର ପାଇଁ ଅପସ୍ମାର ସମସ୍ୟା ଏକ କାରଣ ହୋଇ ପାରିବ ନାହିଁ। ହିନ୍ଦୁ ବିବାହ ଆଇନ ଅନୁଯାୟୀ ଏହାକୁ ଛାଡପତ୍ରର କାରଣ ଭାବରେ ବିବେଚନା କରାଯାଇପାରିବ ନାହିଁ। ବେଞ୍ଚ କହିଛି ଅପସ୍ମାରର ଚିକିତ୍ସା ସମ୍ଭବ । ଏହାକୁ ମାନସିକ ବିକୃତି ଭାବରେ ବିବେଚନା କରାଯାଇପାରିବ ନାହିଁ।

ବାସ୍ତବରେ ଜଣେ ୩୩ ବର୍ଷ ବୟସ୍କ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କଠାରୁ ଛାଡପତ୍ର ପାଇଁ ଆବେଦନ କରିଥିଲେ। ସେ କହିଥିଲେ ଅପସ୍ମାର କାରଣରୁ ତାଙ୍କ ସ୍ତ୍ରୀଙ୍କ ମାନସିକ ସ୍ବାସ୍ଥ୍ୟ ଖରାପ ହୋଇଯାଇଛି। ସେ ତାଙ୍କ ପ୍ରତି ଖରାପ ବ୍ୟବହାର କରନ୍ତି।

ଜଷ୍ଟିସ ବିନୟ ଯୋଶୀ ଏବଂ ଜଷ୍ଟିସ ବାଲ୍ମିକୀ ଏସଏ ମେନେଜେସଙ୍କ ଏକ ଡିଭିଜନ ବେଞ୍ଚ ଏହି ଆବେଦନକୁ ଖାରଜ କରିଛନ୍ତି। କୋର୍ଟ ସମ୍ପୃକ୍ତ ବ୍ୟକ୍ତିଙ୍କୁ ତାଗିଦ ମଧ୍ୟ କରିଛନ୍ତି।

ବ୍ୟକ୍ତି ଜଣକ ତାଙ୍କ ପିଟିଶନରେ କହିଥିଲେ ସେ ତାଙ୍କସ୍ତ୍ରୀଙ୍କ ସହିତ ରହିପାରିବେ ନାହିଁ । ସେ ହିନ୍ଦୁ ବିବାହ ଆଇନର ଧାରା ୧୩ (୧) (୩) ଅନୁଯାୟୀ ଛାଡପତ୍ର ମାଗିଥିଲେ। ଏହି ଧାରା ଅନ୍ତର୍ଗତ ଯଦି କୌଣସି ପୁରୁଷ କିମ୍ବା ମହିଳାଙ୍କର ମାନସିକ ବିକୃତି ରହିଥାଏ ତେବେ ଛାଡ଼ପତ୍ର ମାମଲା କରାଯାଇ ପାରିବ।

ମହିଳା ଜଣକ ବେଞ୍ଚକୁ କହିଥିଲେ ସେ ଅପସ୍ମାରରେ ପୀଡିତ, କିନ୍ତୁ ମାନସିକ ସ୍ତରରେ ସୁସ୍ଥ ଅଛନ୍ତି। ତାଙ୍କର ମାନସିକ ସନ୍ତୁଳନ ଠିକ ଅଛି।

ଶୁଣାଣି ପରେ ବେଞ୍ଚ ଏହି ଆବେଦନକୁ ଖାରଜ କରି କହିଛନ୍ତି ଡାକ୍ତରଙ୍କ ଅନୁଯାୟୀ, ଅପସ୍ମାରରେ ପୀଡିତ ପ୍ରତ୍ୟେକ ବ୍ୟକ୍ତି ସାଧାରଣ ଜୀବନଯାପନ କରିପାରିବେ। ତେଣୁ ଏହି ମାମଲାକୁ ଖାରଜ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri