Posted inଫୁରସତ

ଏହି ସ୍କୁଟର ସାହାଯ୍ୟରେ ସହଜରେ ଚଢ଼ି ହେବ ଗଛ, ଭିଡିଓ ଦେଖିଲେ…

ଯେତେବେଳେ କଳା କୌଶଳର କଥା ଆସେ, ସେତେବେଳେ ଭାରତୀୟମାନଙ୍କ ନାଁ ସର୍ବାଗ୍ରେ ଆସେ। ଭାରତରେ ଅନେକ ଲୋକ ନାନା ଆଶ୍ଚର୍ଯ୍ୟଜନକ କଥା କରି ଦେଖାଇଛନ୍ତି, ତାହା କହିବାର ଆବଶ୍ୟକତା ନାହିଁ।

ଶିଳ୍ପପତି ହର୍ଷ ଗୋଏଙ୍କା ଏହିପରି ଭିଡିଓଗୁଡ଼ିକ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର କରିଥାନ୍ତି। ଯେଉଁଥିରେ ଅନେକ ଅଭିନବ କୌଶଳ ରହିଥାଏ। ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ କରିଥାଏ। ଏଥର ବି ଗୋଏଙ୍କା ଏକ ଭିଡିଓ ଶେୟାର କରିଛନ୍ତି। ଯାହାର କୌଶଳ କେବଳ ଆଶ୍ଚର୍ଯ୍ୟଜନକ ନୁହେଁ, ଆକର୍ଷଣୀୟ ମଧ୍ୟ। ଏକ ସ୍କୁଟର, ଯାହା ଗଛ ଉପରକୁ ଚଢ଼ି ପାରୁଥିବା ଭିଡିଓରେ ଦେଖିବାକୁ ମିଳିଛି।

ଗ୍ରାମାଞ୍ଚଳରେ ଲୋକମାନେ ଗଛ ଉପରକୁ ଚଢ଼ି ନଡ଼ିଆ ତୋଳିବାକୁ ବହୁତ ଚେଷ୍ଟା କରିଥାନ୍ତି। ତେଣୁ ଏହି ଅନନ୍ୟ ଯନ୍ତ୍ର ସହିତ, ଗଛ ଚଢ଼ିବା କଷ୍ଟରୁ ମୁକ୍ତି ମିଳିଥାଏ। ଗୋଏଙ୍କା ଶେୟାର କରିଥିବା ଭିଡିଓରେ ଦେଖିବାକୁ ମିଳିଛି, ଜଣେ ବ୍ୟକ୍ତି ଗଛରେ ଲାଗିଥିବା ସ୍କୁଟର ସାହାଯ୍ୟରେ ଉପରକୁ ସହଜରେ ଚଢ଼ିଯାଉଛନ୍ତି।

ଏଥିରେ କ୍ୟାପ୍‌ଶନ ଲେଖା ଅଛି, ‘ଏହି ’ସ୍କୁଟର’ ଆପଣଙ୍କୁ ୩୦ ସେକେଣ୍ଡରେ ୨୭୫ ଫୁଟ (୮୪ମିଟର) ଗଛ ଚଢ଼ିବାରେ ସାହାଯ୍ୟ କରିବ। ଏହି ସ୍କୁଟର ଯେ କୌଣସି ସିଧା କିମ୍ବା ସାମାନ୍ୟ ବଙ୍କା ଗଛ ଉପରକୁ ଯାଇପାରିବ। ଶୀଘ୍ର ଗୋଟିଏ ଚଢ଼ନ୍ତୁ।

ଭିଡିଓକୁ ୪ ଲକ୍ଷରୁ ଅଧିକ ଲୋକ ଦେଖିଥିବା ବେଳେ ଅନେକ ୟୁଜର ଭିନ୍ନ ଭିନ୍ନ ପ୍ରତିକ୍ରିୟା ଦେଇଛନ୍ତି। କିଛି ୟୁଜର ଏହି ଯନ୍ତ୍ର ଉଦ୍ଭାବନର କୌଶଳକୁ ବେଶ୍‌ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?