କାର୍‌ ଉପରେ ପଡ଼ିଗଲା ଗଛ

ପାଟଣା,୨୮।୧(ସ୍ବ. ପ୍ର.): ଦୁର୍ଘଟଣା ଏମିତି ବି ହୁଏ ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଘଟଣାଟି ଘଟିଛି କେନ୍ଦୁଝର ଜିଲା ପାଟଣା ବ୍ଲକ ଛକ ନିକଟ ପ୍ରମିଳା ଜୁଏଲାରୀ ନିକଟରେ। ଶୁକ୍ରବାର ରାତିରେ ପାଟଣାର ଅକ୍ଷୟ କୁମାର ସାହୁଙ୍କ ୦୨ଟି-୦୫ ୮୬ ନମ୍ବର ବିଶିଷ୍ଟ କାରଟି ଜୁଏଲାରୀ ନିକଟରେ ଠିଆ ହୋଇଥିବା ବେଳେ ହଠାତ ଏକ ଚାକୁଣ୍ଡା ଗଛ ଭାଙ୍ଗି କାର ଉପରେ ପଡ଼ିଥିଲା। ଫଳରେ କାରରେ ଥିବା ୨୨ ବର୍ଷୀୟ ଚାଳକ ସହ ୭ ବର୍ଷର ଶିଶୁ କନ୍ୟା ଫସି ରହିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରିଥିଲେ। ଫଳରେ ଚାଳକ ଓ ଶିଶୁ କନ୍ୟା ଅଳ୍ପକେ ବର୍ତ୍ତିଯାଇଛନ୍ତି। ଗଛ ରାସ୍ତା ଉପରେ ଭାଙ୍ଗି ପଡିବା ଫଳରେ ଶତାଧିକ ଗାଡ଼ି ରାସ୍ତାରେ ଅଟକି ରହିଥିଲା। ଖବର ପାଇ ପାଟଣା ଥାନା ଧିକାରୀ ମନୋରଞ୍ଜନ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ଥିଲେ। ପରେ ପାଟଣା ଅଗ୍ନିଶମ ବାହିନୀ ଗଛକାଟି ସଫା କରିବା ପରେ ଗାଡି ଚଳାଚଳ ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋରୁ ଗୋଠ ଉପରେ ବଜ୍ରପାତ

ବାଲିଗୁଡା,୧୦ା୬: କନ୍ଧମାଳ ଜିଲା ବାଲିଗୁଡ଼ା ଓ ଆଖପାଖ ଅଞ୍ଚଳରେ ବୁଧବାର ବର୍ଷାପବନ ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ବାରଖମା ପଞ୍ଚାୟତରେ ୬ ଗୋରୁଙ୍କ ମୃତ୍ୟୁ ଘଟିଛି।...

ରେଲ୍‌ଓ୍ବେ ହେଲ୍ପଲାଇନ୍‌ରେ ୩୧୦ ଅଭିଯୋଗର ସମାଧାନ

ଭୁବନେଶ୍ୱର, ୮।୯(ବ୍ୟୁରୋ): ରେଲ୍‌ଓ୍ବେ ହେଲ୍ପଲାଇନ ନମ୍ବର-୧୮୨ରେ ଚଳିତ ବର୍ଷ ୩୧୦ ଅଭିଯୋଗର ସମାଧାନ ହୋଇଛି। ଅଭିଯୋଗ ଆଧାରରେ ୨୩୭ ଜିନିଷପତ୍ର ଓ ମନିପର୍ସ, ୯୬ ମୋବାଇଲ...

ପୂର୍ବଶତ୍ରୁତାରୁ ଯୁବକଙ୍କୁ ହତ୍ୟା ଘଟଣା: ଜେଲ ଗଲେ ମହିଳାଙ୍କ ସମେତ ୩ ଅଭିଯୁକ୍ତ

ଭଦ୍ରକ ଅଫିସ,୨।୧- ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଗତ ବୁଧବାର ଭୋର ସମୟରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜଳଙ୍ଗା ଗ୍ରାମର ସତ୍ୟବ୍ରତ ଶିଅଳ(୨୫)ଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ...

ଶିମିଳିପାଳ ବନାଞ୍ଚଳବାସୀଙ୍କୁ ମିଳିବ ଜରୁରୀ ଚିକିତ୍ସାସେବା: ଜିଲା ପ୍ରଶାସନକୁ ନୂତନ ଆମୁଲାନ୍ସ ପ୍ରଦାନ

ବାରିପଦା ଅଫିସ,୬।୧୦- ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାର ଶିମିଳିପାଳ ବନାଞ୍ଚଳବାସୀଙ୍କୁ ଜରୁରୀ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ପରିଚାଳିତ,...

ଧରିତ୍ରୀ ପ୍ରଭାବ: ୮୬ ଜେଲର ଭିତ୍ତିଭୂମି ପାଇଁ ୫୦କୋଟି ମଞ୍ଜୁର

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟରେ ଅଧିକାଂଶ ଜେଲ୍‌ରେ ଆବଶ୍ୟକ ଭିତ୍ତିଭୂମି ନ ଥିବାରୁ କରୋନା ସଂକ୍ରମଣ ଆଶଙ୍କା ରହିଛି। ଇତିମଧ୍ୟରେ ୩ ଜେଲ୍‌ରୁ ୧୦ କଏଦୀ ଆକ୍ରାନ୍ତ ହୋଇଛନ୍ତି।...

ନକଲି ସରକାରକୁ ଫିଙ୍ଗିଦିଅ: ନଡ୍ଡା

ଭୁବନେଶ୍ବର,୩୦ା୯(ବ୍ୟୁରୋ): ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ଏହା ପୂର୍ବରୁ ଶାସକ ବିଜେଡି ଏବଂ ଭାଜପା ଭିନ୍ନଭିନ୍ନ କାର୍ଯ୍ୟକ୍ରମ ଜରିଆରେ ବଳ କଷାକଷି ଆରମ୍ଭ...

ଫୁଡ୍‌ ସପ୍ଲିମେଣ୍ଟକୁ ନେଇ ଯୁବପିଢ଼ିଙ୍କ ମଧ୍ୟରେ ଅସନ୍ତୋଷ

ଅନୁଗୋଳ ଅଫିସ, ୨୮।୨ – ଫିଟ୍‌ ରହିବା ବା ସୁନ୍ଦର ସ୍ବାସ୍ଥ୍ୟ ପ୍ରତି ଏବେକାର ଯୁବିପିଢ଼ି ବେଶ୍‌ ଗୁରୁତ୍ୱ ଦେଉଛନ୍ତି। ସେଥିପାଇଁ ଜିମ୍‌ ଯିବାକୁ ସେମାନଙ୍କ...

ନର୍ସ ନୀହାରିକା ହତ୍ୟା ମାମଲା: ରାଜାଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଜଗତ୍‌ସିଂହପୁର ଅଫିସ,୨୪।୯: ନର୍ସ ନୀହାରିକା ପାତ୍ର ହତ୍ୟା ମାମଲା ପଛରେ ଆଉ କିଛି ଗୁମର ରହିଛି କି। ପ୍ରେମିକ କିଶୋର କୁମାର ଆଞ୍ଚଲ ଓରଫ ରାଜା...

Advertisement
Archives

Model This Week